Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଗିରଫ ହେଲେ ବାଲେଶ୍ଵର ଜିଲ୍ଲା ରେମୁଣାର ତହସିଲଦାର

Sanchar Live by Sanchar Live
February 13, 2025
in ଅପରାଧ
0
ଗିରଫ ହେଲେ ବାଲେଶ୍ଵର ଜିଲ୍ଲା ରେମୁଣାର ତହସିଲଦାର
0
SHARES
27
VIEWS
FacebookTwitter

ଗିରଫ ହେଲେ ବାଲେଶ୍ଵର ଜିଲ୍ଲା ରେମୁଣାର ତହସିଲଦାର । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଗିରଫ କଲା ଭିଜିଲାନ୍ସ ଟିମ୍ । ଆଜି ଭୋରରୁ ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଚଢ଼ାଉ କରିଥିଲା ଭିଜିଲାନ୍ସ ଟିମ୍ । ଗତ ୧୧ ତାରିଖରେ ବିଦ୍ୟାଧର ପତିଙ୍କ ଘର ସମେତ ଅଫିସରେ, ଭୁବନେଶ୍ଵର, ବାଲେଶ୍ଵରରେ ଭଡ଼ା ଘର ଓ ସମ୍ପର୍କୀୟଙ୍କ ଘରେ ସମେତ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରିଥିଲା ଭିଜିଲାନ୍ସ ଟିମ୍ । ଚଢ଼ାଉରେ ୩ଟି ଦାମୀ ଫ୍ଲାଟ୍ ଠାବ କରିଛି ଭିଜିଲାନ୍ସ ଟିମ୍ । ଭୁବନେଶ୍ଵରରେ ୨ଟି ଫ୍ଲାଟ୍ ରହିଥିବା ବେଳେ ଗୋଟିଏ ଫ୍ଲାଟ୍ ବାଲେଶ୍ଵରରେ ରହିଛି । ଭୁବନେଶ୍ଵରରେ ଥିବା ୨ଟି ଫ୍ଲାଟର ମୂଲ୍ୟ ୨କୋଟି ୫୦ ଲକ୍ଷ ଟଙ୍କା ହେବ । ଏହା ସହିତ ୨ଟି ପ୍ଲଟ୍‌ ଠାବ ହୋଇଥିବା ବେଳେ ୯୩୭ ଗ୍ରାମ ସୁନା ଅଳଙ୍କାର ଜବତ ହୋଇଛି । ଜବତ ସୁନାର ମୂଲ୍ୟ ପ୍ରାୟ ୧କୋଟି ୧୨ଲକ୍ଷ ଟଙ୍କା ହେବ । ଚଢ଼ାଉରେ ୬ଜଣ ଡିଏସପି, ୩ଜଣ ଇନ୍ସପେକ୍ଟର ଓ ୧୦ଜଣ ଏଏସଆଇ ସାମିଲ ଅଛନ୍ତି । ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଆଜି କୋର୍ଟ ଚାଲାଣ କରାଯିବ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ମିଳିଛି ।

Tags: arrestremunavigilance
ShareTweetShareSend
Sanchar Live

Sanchar Live

Next Post
ଓଡ଼ିଶା ତୀର୍ଥଯାତ୍ରୀଙ୍କ ବସ ବିହାରରେ ଦୁର୍ଘଟଣାଗ୍ରସ୍ତ

ଓଡ଼ିଶା ତୀର୍ଥଯାତ୍ରୀଙ୍କ ବସ ବିହାରରେ ଦୁର୍ଘଟଣାଗ୍ରସ୍ତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.