Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜଧାନୀର ତାପମାତ୍ରା ୩୫ ଡିଗ୍ରୀ ଅତିକ୍ରମ କଲା ତାପମାତ୍ରା

Sanchar Live by Sanchar Live
February 13, 2025
in ଓଡିଶା
0
ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜଧାନୀର ତାପମାତ୍ରା ୩୫ ଡିଗ୍ରୀ ଅତିକ୍ରମ କଲା ତାପମାତ୍ରା
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ଉପକୂଳରେ ଉପରମୁହାଁ ପାରଦ । ସ୍ବାଭାବିକ ଠାରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ଅଧିକ ତାପମାତ୍ରା ରେକର୍ଡ । ରାଜଧାନୀ ଭୁବନେଶ୍ବର ସମେତ କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ଜିଲ୍ଲାରେ ବଢୁଛି ତାପମାତ୍ରା । ଚଳିତ ବର୍ଷ ପ୍ରଥମ ଥର ପାଇଁ ରାଜଧାନୀର ତାପମାତ୍ରା ୩୫ ଡିଗ୍ରୀ ଅତିକ୍ରମ କରିଛି । ତେବେ ଆସନ୍ତା ୩ ଦିନ ପରେ ରାଜ୍ୟରେ ଅହେତୁକ ଭାବରେ ବଢିବ ତାତି । ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ସର୍ବନିମ୍ନ ତାପମାତ୍ରା ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମ୍ ରହିଥିବା ବେଳେ ଦିନରେ ଡହ ଡହ ଖରାରେ ସିଝୁଛନ୍ତି ଲୋକେ । ବିଶେଷ କରି ସମ୍ବଲପୁର, ବରଗଡ, ଝାରସୁଗୁଡା, ସୋନପୁର, ବଲାଙ୍ଗିର, ନୂଆପଡା, ଗଜପତି ଜିଲ୍ଲାରେ ପାରଦ ଉପରମୁହାଁ ହୋଇଛି । ଉପକୂଳ ଓଡ଼ିଶା ସମେତ ଅନୁଗୁଳ ଏବଂ ଢେଙ୍କାନାଳରେ ଏବେ ତାତି ଅସମ୍ଭାଳ ହୋଇଥିବା ବେଳେ ଆସନ୍ତା ୧୯ ତାରିଖ ମଧ୍ୟରେ ସାଂଘାତିକ ତାତି ଅନୁଭୁତ ହେବ ବୋଲି ପାଣିପାଗ କେନ୍ଦ୍ର କହିଛି । ବର୍ତ୍ତମାନ ରାଜ୍ୟରେ ପାଗ ଶୁଖିଲା ରହିବା ସହ ମେଘମୁକ୍ତ ଆକାଶ ପାଇଁ ତାତି ବୃଦ୍ଧି ପାଉଛି । ଏହାସହ ରାଜ୍ୟକୁ ସାମୁଦ୍ରିକ ପବନ ପ୍ରବାହରେ ବ୍ରେକ୍ ଲାଗିଛି । ଗତ କାଲି ରାଜ୍ୟରେ ଝାରସୁଗୁଡାରେ ସର୍ବାଧିକ ୩୭ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ୧୦ଟି ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିଲା । ଆଜି ମଧ୍ୟ ରାଜ୍ୟର ଅନେକ ଜିଲ୍ଲାରେ ତାପମାତ୍ରା ୩୫ ଡିଗ୍ରୀ ରେକର୍ଡ ହୋଇଛି । ତାତି ସହ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୁତ ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର ।

Tags: bhubaneswarheatwaveodisha
ShareTweetShareSend
Sanchar Live

Sanchar Live

Next Post
ପୁଣି କମ୍ପିବ ବାରବାଟୀ, ୧୬ରୁ ଖେଳିବେ ଷ୍ଟାର

ପୁଣି କମ୍ପିବ ବାରବାଟୀ, ୧୬ରୁ ଖେଳିବେ ଷ୍ଟାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.