Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କିଟ୍‍ ବିଶ୍ୱବିଦ୍ୟାଳୟକୁ ସମ୍ମାନଜନକ ସ୍ପୋର୍ଟଷ୍ଟାର ଏସେସ୍‍ ପୁରସ୍କାର ୨୦୨୫

Sanchar Live by Sanchar Live
February 14, 2025
in ଓଡିଶା
0
କିଟ୍‍ ବିଶ୍ୱବିଦ୍ୟାଳୟକୁ ସମ୍ମାନଜନକ ସ୍ପୋର୍ଟଷ୍ଟାର ଏସେସ୍‍ ପୁରସ୍କାର ୨୦୨୫
0
SHARES
2
VIEWS
FacebookTwitter

ଭୁବନେଶ୍ୱର : କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ସକାଶେ କିଟ୍‍ ବିଶ୍ୱବିଦ୍ୟାଳୟକୁ ସମ୍ମାନଜନକ ସ୍ପୋର୍ଟଷ୍ଟାର ଏସେସ୍‍ ପୁରସ୍କାର ୨୦୨୫ ପ୍ରଦାନ କରାଯାଇଛି । କ୍ରୀଡ଼ା ଓ କ୍ରୀଡ଼ାବିତ୍‍ଙ୍କୁ ପ୍ରୋତ୍ସାହନ ଯୋଗାଇ ଦେଇଆସୁଥିବା ଦେଶର ଏକମାତ୍ର ବିଶ୍ୱବିଦ୍ୟାଳୟ ଭାବେ କିଟ୍‍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି । ଶୁକ୍ରବାର ମୁମ୍ବାଇଠାରେ ‘ସ୍ପୋର୍ଟଷ୍ଟାର’ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କିଟ୍‍କୁ ଏହି ପୁରସ୍କାର ପ୍ରଦାନ କରାଯାଇଛି ।

କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ବ୍ୟକ୍ତିଗତ ଭାବେ ଉପସ୍ଥିତ ରହି ଏହି ସମ୍ମାନ ଗ୍ରହଣ କରିଥିଲେ ।  କିଟ୍‍ ବିଶ୍ୱବିଦ୍ୟାଳୟକୁ ସ୍ପୋର୍ଟଷ୍ଟାର ପକ୍ଷରୁ ୨୦୨୨ ପରେ ଦ୍ୱିତୀୟ ଥର ଏହି ପୁରସ୍କାର ପ୍ରଦାନ କରାଯାଇଥିବାରୁ ଶ୍ରୀ ସାମନ୍ତ ସ୍ପୋର୍ଟଷ୍ଟାରକୁ ଧନ୍ୟବାଦ ଜଣାଇଛନ୍ତି ।  କାର୍ଯ୍ୟକ୍ରମରେ ବିଶ୍ୱନାଥନ୍‍ ଆନନ୍ଦଙ୍କ ସମେତ ବହୁ କ୍ରୀଡ଼ାବିତ୍‍, କୋଚ୍‍ ଓ ପ୍ରାକ୍ତନ କ୍ରୀଡ଼ାବିତ୍‍ ପ୍ରମୁଖ ଉପସ୍ଥିତ ଥିଲେ ।

ସୂଚନାଯୋଗ୍ୟ, ୨୦୦୪ ମସିହାରୁ ପ୍ରତିଷ୍ଠାତା ଶ୍ରୀ ସାମନ୍ତଙ୍କ ନେତୃତ୍ୱରେ କିଟ୍‍ ଓ କିସ୍‍ କ୍ରୀଡ଼ାର ବିକାଶ, କ୍ରୀଡ଼ାବିତ୍‍ଙ୍କୁ ଉତ୍ସାହ ଓ ପ୍ରୋତ୍ସାହନ ଯୋଗାଇ ଦେଇ ଆସୁଛି । କିଟ୍‍ ଓ କିସ୍‍ରେ ଉନ୍ନତ ଓ ଅନ୍ତର୍ଜାତୀୟମାନର କ୍ରୀଡ଼ା ଭିତ୍ତିଭୂମି ଜରିଆରେ ଉଭୟ ଅନୁଷ୍ଠାନରୁ ଏପର୍ଯ୍ୟନ୍ତ ୨୩ ଜଣ ଅଲିମ୍ପିଆନ୍‍, ୩ଜଣ ପାରାଅଲିମ୍ପିଆନ୍‍, ୧୧ ଅର୍ଜୁନ ପୁରସ୍କାର ବିଜେତା ଓ ଜଣେ ଖେଳରତ୍ନ ପୁରସ୍କାର ବିଜେତା ସୃଷ୍ଟି ହୋଇପାରିଛନ୍ତି । ଏହା ସହ ଉଭୟ ଅନୁଷ୍ଠାନରୁ ୫ ହଜାରରୁ ଊର୍ଦ୍ଧ୍ୱ ଆଞ୍ଚଳିକ, ଜିଲ୍ଲାସ୍ତରୀୟ, ରାଜ୍ୟସ୍ତରୀୟ, ଜାତୀୟ ଓ ଅନ୍ତର୍ଜାତୀୟ କ୍ରୀଡ଼ାବିତ୍‍ ସୃଷ୍ଟି ହୋଇ ପାରିଛନ୍ତି ।  କିଟ୍‍ ଓ କିସ୍‍ର ଏହି ସଫଳତା ସ୍ପୋର୍ଟଷ୍ଟାର ବିଚାରକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା ।

ଏକ ଶିକ୍ଷାନୁଷ୍ଠାନ ଭାବରେ କିଟ୍ ଓ କିସ୍ ବର୍ଷ ବର୍ଷ ଧରି ଅନେକ କ୍ରୀଡ଼ା ପୁରସ୍କାର ଜିତିଆସିଛି । ୨୦୨୩ରେ କିଟ୍‍କୁ ପ୍ରଥମ ସିଆଇଆଇ ସ୍ପୋର୍ଟସ ବିଜିନେସ ପୁରସ୍କାର \”ବେଷ୍ଟ ସ୍ପୋର୍ଟସ ଫେସିଲିଟି’ ପୁରସ୍କାର ମିଳିଥିଲା । ଏହା ପୂର୍ବରୁ ୨୦୨୨ରେ ଭାରତ ସରକାରଙ୍କ ଦ୍ୱାରା ରାଷ୍ଟ୍ରୀୟ ଖେଳ ପ୍ରୋତ୍ସାହନ ପୁରସ୍କାର; ଏଫସିସିଆଇ ଇଣ୍ଡିଆ କ୍ରୀଡ଼ା ପୁରସ୍କାର ୨୦୨୨; ଦି ହିନ୍ଦୁ ଦ୍ୱାରା ସ୍ପୋର୍ଟଷ୍ଟାର ଆସେସ୍ ପୁରସ୍କାର ୨୦୨୨ ଏବଂ କ୍ରୀଡ଼ା ଏବଂ କ୍ରୀଡ଼ାବିତ୍‍ଙ୍କୁ ପ୍ରୋତ୍ସହନ ପାଇଁ ସର୍ବୋତ୍ତମ ଅବଦାନ ପାଇଁ ୨୦୧୯ରେ କିଟ୍‍କୁ ଓଡ଼ିଶା ସରକାରଙ୍କ ଦ୍ୱାରା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରରେ ମଧ୍ୟ ସମ୍ମାନିତ କରାଯାଇଛି ।

Tags: bhubaneswarkiit university
ShareTweetShareSend
Sanchar Live

Sanchar Live

Next Post
ବଦଳିଲେ ଓଡ଼ିଶା କଂଗ୍ରେସ ପ୍ରଭାରୀ, ସପ୍ତଗିରିଙ୍କୁ ୪ ରାଜ୍ୟର ଦାୟିତ୍ବ

ବଦଳିଲେ ଓଡ଼ିଶା କଂଗ୍ରେସ ପ୍ରଭାରୀ, ସପ୍ତଗିରିଙ୍କୁ ୪ ରାଜ୍ୟର ଦାୟିତ୍ବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.