Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ କେମିତି କଟିବ ଆଜି

Sanchar Live by Sanchar Live
August 12, 2024
in ଜୀବନ ଶୈଳୀ
0
ଜାଣନ୍ତୁ କେମିତି କଟିବ ଆଜି
0
SHARES
20
VIEWS
FacebookTwitter

ମେଷ: ଅନ୍ୟମାନଙ୍କର ଉତ୍ସାହ ଦେଖି ଆପଣ ଉତ୍ସାହିତ ହେବେ। ପରିବାରର ଆବଶ୍ୟକତାକୁ ପୂରା କରିବାକୁ ଚେଷ୍ଟା କରିବେ। ସମାଜରେ ଆପଣଙ୍କର ପ୍ରଭାବ ବଢ଼ିବ। ଛାତ୍ରଛାତ୍ରୀ ପରୀକ୍ଷାରେ ଭଲ କରିବେ। ‌

ବୃଷ: ଆୟର ନୂଆ ଉତ୍ସ ଆପଣଙ୍କ ସମ୍ମୁଖକୁ ଆସିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଜୀବନସାଥୀ ଆପଣଙ୍କୁ ପ୍ରଶଂସା କରିବେ। ପ୍ରେମୀଯୁଗଳଙ୍କ ଲାଗି ଭଲ ଦିନଟିଏ। ‌

ମିଥୁନ: କାରବାରରେ ବଡ଼ ଭାଇଙ୍କ ସହଯୋଗ ପାଇବେ। ସଙ୍ଗୀତ କ୍ଷେତ୍ରରେ ଥିବା ଲୋକଙ୍କୁ ଉନ୍ନତିର ନୂଆ ରାସ୍ତା ନଜର ଆସିପାରେ। ବାଲ୍ୟବନ୍ଧୁ ସହ ସାକ୍ଷାତ ହେବ। ବାହନ କିଣିବା ଲାଗି ମନ ବଳିବ। ‌

କର୍କଟ: ନୂଆ କାର୍ଯ୍ୟ ଆରମ୍ଭ କରିବା ଲାଗି ଭାବିପାରନ୍ତି। ଜୀବନସାଥୀ ସହ ସମ୍ବନ୍ଧରେ ମଧୁରତା ରହିବ। ଧାର ଦେବାନେବାରୁ ନିବୃତ୍ତ ରୁହନ୍ତୁ। ‌

ସିଂହ: ଆପଣଙ୍କ ଜୀବନରେ ଖୁସିର ଆଗମନ ହେବ। ଆପଣଙ୍କୁ ପରିଶ୍ରମର ସନ୍ତୋଷଜନକ ଫଳ ମିଳିବ। ସନ୍ତାନ ପକ୍ଷରୁ ଶୁଭ ଖବର ପାଇବେ।

କନ୍ୟା: ଆର୍ଥିକ ସ୍ଥିତିରେ ଉତ୍‌ଥାନ ପତନ ଲାଗି ରହିବ। ମଉଜ ମଜଲିସର ଭଲ ସୁଯୋଗ ପାଇବେ। ନିଜକୁ ସଠିକ୍ ପ୍ରମାଣିତ କରିବା ଲାଗି ଭଲ ଦିନଟିଏ। ଛାତ୍ରଙ୍କୁ ସହପାଠୀଙ୍କ ସାହାଯ୍ୟ ମିଳିବ।

ତୁଳା: କ୍ୟାରିଅର ବଦଳାଇବା ପାଇଁ ନୂଆ ଅବସର ପାଇବେ। ପ୍ରିୟଜନଙ୍କ ଠାରୁ ଉପହାର ପାଇବେ। ଆପଣଙ୍କୁ ରାଜନୀତି କ୍ଷେତ୍ରରେ ସଫଳତା ମିଳିପାରେ। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ।

ବିଛା: ଆପଣଙ୍କର ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। ବାହନ ଚଳାଇବା ସମୟରେ ସାବଧାନତା ଅବଲମ୍ବନ କରନ୍ତୁ। ପାରିବାରିକ ଜୀବନର ସବୁ ଚିନ୍ତା ଦୂର ହେବ।

ଧନୁ: ମନରେ କୌଣସି କଥା ଦବି ରହିଥିଲେ ସମ୍ମୁଖକୁ ଆଣନ୍ତୁ। କାରବାରରେ ଯଥେଷ୍ଟ ଲାଭ ପାଇବେ। ବନ୍ଧୁ ସହିତ ସମ୍ବନ୍ଧରେ ସୁଧାର ହେବ। ଗବେଷଣା ଛାତ୍ରଙ୍କୁ ସଫଳତା ହାସଲ ହେବ।

ମକର: ପୂଜାପାଠରେ ସମୟ ବିତିବ। ସାଧୁସନ୍ଥଙ୍କ ସହିତ ମିଶିବାର ଅବସର ପାଇବେ। ଘରକୁ ବନ୍ଧୁଙ୍କ ଆଗମନ ହୋଇପାରେ। ଆପଣଙ୍କୁ ରୋଜଗାରର ଭଲ ଅବସର ମିଳିବ। ପ୍ରେମ ଜୀବନ ମଧୁର ହେବ।

କୁମ୍ଭ: ଭାଗ୍ୟ ଆପଣଙ୍କ ସାଥ୍‌ ଦେବ। ଧୈର୍ଯ୍ୟପୂର୍ବକ କଥାବାର୍ତ୍ତା କରନ୍ତୁ, ଲାଭ ହେବ। ଆପଣଙ୍କୁ ଶିକ୍ଷାକ୍ଷେତ୍ରରେ ଉନ୍ନତି ମିଳିପାରେ। ଦାମ୍ପତ୍ୟ ଜୀବନ ମଧୁରତାରେ ପୂର୍ଣ୍ଣ ରହିବ।

ମୀନ: କୌଣସି ଜରୁରୀ କାମ ସଂପୂର୍ଣ୍ଣ କରିବାରେ ସଫଳ ହେବେ। ଜୀବନସାଥୀ ସହ ଭଲ ସମୟ ଅତିବାହିତ କରିବେ। କୌଣସି ବଡ଼ କାମ କରିବାରୁ ନିବୃତ୍ତ ରହନ୍ତୁ। ପ୍ରିୟ ଲୋକଙ୍କ ସହିତ ସ୍ବାଦିଷ୍ଠ ଭୋଜନ କରିବେ।

 

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରାପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ

ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରାପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.