ସଂଚାର ବ୍ୟୁରୋ: ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସୋମବାରଠାରୁ ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନୂଆଦିଲ୍ଲୀରେ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗଦାନ କରିବେ। ଏନଏଚ୍ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥ ନେଇ ମଧ୍ୟ ଆଲୋଚନା କରିବେ ବୋଲି କୁହାଯାଉଛି।
© 2024 Sanchar News