Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତାକାଲିଠୁ ଯୁକ୍ତଦୁଇ ପରୀକ୍ଷା

Sanchar Live by Sanchar Live
February 17, 2025
in ଓଡିଶା
0
ଆସନ୍ତାକାଲିଠୁ ଯୁକ୍ତଦୁଇ ପରୀକ୍ଷା
0
SHARES
9
VIEWS
FacebookTwitter

ଆସନ୍ତାକାଲିଠୁ ଯୁକ୍ତଦୁଇ ପରୀକ୍ଷା। ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଆରମ୍ଭ ହେବ । ପ୍ରଥମ ଦିନରେ ଓଡ଼ିଆ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ସକାଳ ୧୦ଟାରୁ ଦିନ ୧ଟା ଯାଏ ହେବ ପରୀକ୍ଷା । ପରୀକ୍ଷା ଶୃଙ୍ଖଳିତ କରିବା ପାଇଁ CHSE ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ପରୀକ୍ଷା କେନ୍ଦ୍ର ଓ ବାହାରେ ପୋଲିସ ମୁତୟନ ସହ ଜିଲ୍ଲା ପ୍ରଶାସନର ସହଯୋଗରେ ପରୀକ୍ଷା କରାଯାଉଛି । ରାଜ୍ୟର ୧୨ଶହ ୭୬ ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୯୩ ହଜାର ୬୧୮ ପିଲା ପରୀକ୍ଷା ଦେବେ । ୧୯ ତାରିଖରେ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେବ । ସବୁ କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା କରାଯାଇଛି । CHSE ପରିସରରେ ନିୟନ୍ତ୍ରଣ କକ୍ଷ କରାଯାଇଛି । ଯେଉଁଠି ଏକାସଙ୍ଗରେ ୫ଶହ ପରୀକ୍ଷା କେନ୍ଦ୍ରର ସ୍ଥିତି ସିସିଟିଭିରେ ଦେଖିହେବ । ଏଥର ପରୀକ୍ଷା ପାଇଁ ପଞ୍ଚସ୍ତରୀୟ ସ୍କ୍ୱାଡ୍ ବ୍ୟବସ୍ଥା କରାଯାଇଛି । ଯୁକ୍ତଦୁଇ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରରେ ଏକ ସ୍କ୍ୱାଡ୍ ସହ, ପର୍ଯ୍ୟବେକ୍ଷକ ସ୍କ୍ୱାଡ୍, ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ସ୍କ୍ୱା଼ଡ୍, ଜୋନାଲ, ସେଣ୍ଟ୍ରାଲ ସ୍କ୍ୱାଡ୍ ଗଠନ କରାଯାଇଛି । ଉତ୍ତରପତ୍ର ଓ ପ୍ରଶ୍ନପତ୍ର ସକାଳ ୮ଟା ୩୦ ମଧ୍ୟରେ ହବରୁ ପରୀକ୍ଷା କେନ୍ଦ୍ରରେ ପହଂଚିବ । ସକାଳ ୯ଟା ୩୦ରେ ପ୍ରଶ୍ନପତ୍ର ଖୋଲାଯିବ । ୯ ଟା ୪୫ରେ ଉତ୍ତର ଖାତା ଦିଆଯିବ ଓ ୯ଟା ୫୫ରେ ପ୍ରଶ୍ନପତ୍ର ଦିଆଯିବ । କେହି ବି ମୋବାଇଲ ନେଇ ପରୀକ୍ଷା କେନ୍ଦ୍ରକୁ ଯାଇପାରିବେ ନାହିଁ । କେବଳ ସେଣ୍ଟର ସୁପରିଟେଣ୍ଡେଣ୍ଟ ସାଇଲେଣ୍ଟ ମୋଡ଼ରେ ମୋବାଇଲ ଫୋନ ରଖିପାରିବେ । ସେପଟେ ବିଭିନ୍ନ କଲେଜ ମଧ୍ୟ ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇ ରହିଛନ୍ତି । ଏବେ ନୂତନ ପରୀକ୍ଷା ଢାଞ୍ଚାରେ କ୍ୟାମେରା ଵ୍ୟଵସ୍ଥା ହୋଇଛି । ଯାହା ଫଳରେ ସ୍ଵଛତାର ସହ ପରୀକ୍ଷା ହେବ । ହବ୍ ବ୍ୟବସ୍ଥା ଯୋଗୁ ପ୍ରଶ୍ନପତ୍ର ଲିକର ସମ୍ଭାବନା ମଧ୍ୟ କମ ରହିଛି । କଲେଜ କର୍ତ୍ତୃପକ୍ଷଙ୍କୁ ମଧ୍ୟ ସତର୍କ କରାଯାଇଛି ।…

Tags: +2 exameducationodisha
ShareTweetShareSend
Sanchar Live

Sanchar Live

Next Post
ପୁରୀ ଜଗନ୍ନାଥ ଷ୍ଟାଡିୟମ ପାଚେରୀକୁ ବୋମା ମାଡ଼

ପୁରୀ ଜଗନ୍ନାଥ ଷ୍ଟାଡିୟମ ପାଚେରୀକୁ ବୋମା ମାଡ଼

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.