Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଜ୍ଞାନେଶ କୁମାର ହେବେ ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର

Sanchar Live by Sanchar Live
February 18, 2025
in ଭାରତ
0
ଜ୍ଞାନେଶ କୁମାର ହେବେ ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର
0
SHARES
9
VIEWS
FacebookTwitter

ଜ୍ଞାନେଶ କୁମାର ହେବେ ଦେଶର ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକରେ ନିଷ୍ପତ୍ତି ନିଆଯାଇଛି । ବୈଠକରେ  ଯୋଗ ଦେଇଥିଲେ କେନ୍ଦ୍ରମନ୍ତ୍ରୀ ଅମିତ ଶାହାଙ୍କ ସହ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି । ଜ୍ଞାନେଶ କୁମାର ହେଉଛନ୍ତି ୧୯୮୮ ବ୍ୟାଚ କେରଳ କ୍ୟାଡର ଆଇଏଏସ । ସେ କେନ୍ଦ୍ର ଗୃହମନ୍ତ୍ରାଳୟରେ କାର୍ଯ୍ୟ କରିଛନ୍ତି । ଗତବର୍ଷ ଜାନୁଆରୀ ୩୧ରେ ସେ କେନ୍ଦ୍ର ସମବାୟ ମନ୍ତ୍ରାଳୟର ସଚିବ ପଦରୁ ଅବସର ନେଇଥିଲେ । ସେ ସଂସଦୀୟ ବ୍ଯାପାର ବିଭାଗ ସଚିବ ପଦ ବି ସମ୍ଭାଳିଥିଲେ । ବହୁ ଚର୍ଚ୍ଚିତ ଅଯୋଧ୍ଯା ମାମଲାରେ ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ କାର୍ଯ୍ୟାବଳୀର ସମୀକ୍ଷା ଲାଗି ୨୦୨୦ରେ ତାଙ୍କୁ ଗୃହ ମନ୍ତ୍ରାଳୟର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ଦିଆଯାଇଥିଲା । ଚଳିତବର୍ଷ ବିହାର, ଆସନ୍ତାବର୍ଷ ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ କେରଳରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାବେଳେ ପରବର୍ତ୍ତୀ ସିଇସିଙ୍କ ଗୁରୁତ୍ବ ବଢିଛି । ସେପଟେ ଆଜି ଦାୟିତ୍ଵରୁ ଅବସର ନେବେ ରାଜୀବ କୁମାର।  ଗତ ମେ ୨୦୨୨ରେ ରାଜୀବ କୁମାରଙ୍କୁ ସିଇସି ପଦରେ ଅଭିଷିକ୍ତ କରାଯାଇଥିଲା । ରାଜୀବଙ୍କ ଅମଳରେ ହାଇପ୍ରୋଫାଇଲ ୨୦୨୪ଲୋକସଭା ନିର୍ବାଚନ ସମେତ ମହାରାଷ୍ଟ୍ର, କର୍ଣ୍ଣାଟକ, ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ, ମଧ୍ଯପ୍ରଦେଶ, ରାଜସ୍ଥାନ, ଓଡ଼ିଶା, ହରିୟାଣା, ଝାଡଖଣ୍ଡ, ଦିଲ୍ଲୀ, ଜାମ୍ମୁ ଓ କାଶ୍ମୀର ଆଦି ରାଜ୍ଯରେ ନିର୍ବାଚନ ହୋଇଥିଲା ।  ସିଇସି ପଦ ଲାଗି ପ୍ରାୟ ୪୮୦ଜଣଙ୍କ ନାଁ ଆସିଥିବା ବେଳେ ଜ୍ଞାନେଶ କୁମାରଙ୍କ ନାଁ ଚୟନ କରାଯାଇଛି ।

Tags: Ecigyanesh kumar
ShareTweetShareSend
Sanchar Live

Sanchar Live

Next Post
ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗରରେ ରାତି ୧୦ଟାରେ ଉଠିବ ମହାଦୀପ

ମହାପ୍ରଭୁ ଲିଙ୍ଗରାଜଙ୍କ ଜାଗରରେ ରାତି ୧୦ଟାରେ ଉଠିବ ମହାଦୀପ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.