Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଆଜିଠୁ ଆଇସିସି ଚାମ୍ପିଅନ୍ସ ଟ୍ରଫି : ପାକିସ୍ତାନକୁ ଭେଟିବ ନ୍ୟୁଜିଲାଣ୍ଡ

Sanchar Live by Sanchar Live
February 19, 2025
in କ୍ରୀଡ଼ା
0
ଆଜିଠୁ ଆଇସିସି ଚାମ୍ପିଅନ୍ସ ଟ୍ରଫି : ପାକିସ୍ତାନକୁ ଭେଟିବ ନ୍ୟୁଜିଲାଣ୍ଡ

Oplus_131072

0
SHARES
15
VIEWS
FacebookTwitter

କରାଚି : ମିନି ବିଶ୍ୱକପ୍‌ କୁହାଯାଉଥିବା ଚାମ୍ପିଅନ୍ସ ଟ୍ରଫିର ୯ମ ସଂସ୍କରଣ ଆଜିଠାରୁ ଆରମ୍ଭ ହେବ। ଦିନିକିଆ ଫର୍ମାଟ୍‌ରେ ଖେଳାଯାଉଥିବା ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି)ର ଏହି ଟୁର୍ଣ୍ଣାମେଣ୍ଟ ଦୀର୍ଘ ୮ ବର୍ଷ ପରେ ଆରମ୍ଭ ହେବାକୁ ଯାଉଛି। ଶେଷଥର ପାଇଁ ୨୦୧୭ରେ ଏହି ଟୁର୍ଣ୍ଣାମେଣ୍ଟ ଇଂଲଣ୍ଡରେ ଖେଳାଯାଇଥିଲା ଓ ଏଥିରେ ଭାରତକୁ ପରାସ୍ତ କରି ପାକିସ୍ତାନ ଟାଇଟଲ ହାସଲ କରିଥିଲା। ସ୍ଥାନୀୟ କରାଚୀ ନ୍ୟାସନାଲ ଷ୍ଟାଡିୟମରେ ଉଦ୍‌ଘାଟନୀ ମୁକାବିଲାରେ ଆୟୋଜକ ପାକିସ୍ତାନ ଓ ନ୍ୟୁଜିଲାଣ୍ଡ ପରସ୍ପରକୁ ଭେଟିବେ। ବିଶ୍ୱର ଶ୍ରେଷ୍ଠ ୮ଟି ଦଳ ଏଥିରେ ଅଂଶଗ୍ରହଣ କରୁଛନ୍ତି।

ହାଇବ୍ରିଡ୍‌ ମଡେଲ ଅନୁସାରେ ଏହି ଟୁର୍ଣ୍ଣାମେଣ୍ଟ ପାକିସ୍ତାନ ଓ ଦୁବାଇରେ ଖେଳାଯିବ। ୮ଟି ଦଳକୁ ଦୁଇଟି ଗ୍ରୁପ୍‌ରେ ବିଭକ୍ତ କରାଯାଇଛି। ଗ୍ରୁପ ଏ’ରେ ଭାରତ, ପାକିସ୍ତାନ, ନ୍ୟୁଜିଲାଣ୍ଡ ଓ ବାଂଲାଦେଶ ସ୍ଥାନ ପାଇଥିବା ବେଳେ ଗ୍ରୁପ୍‌ ବି’ରେ ଦକ୍ଷିଣ ଆଫ୍ରିକା, ଆଫଗାନିସ୍ତାନ, ଇଂଲଣ୍ଡ ଓ ଅଷ୍ଟ୍ରେଲିଆ ସାମିଲ ହୋଇଛନ୍ତି। ଦୁଇଟି ଗ୍ରୁପ୍‌ର ଶ୍ରେଷ୍ଠ ଦୁଇଟି ଦଳ ସେମିଫାଇନାଲରେ ପ୍ରବେଶ କରିବେ। ଯଦି ଭାରତ ଫାଇନାଲରେ ପ୍ରବେଶ କରେ ତେବେ ଏହି ନିର୍ଣ୍ଣାୟକ ମୁକାବିଲା ଦୁବାଇରେ ଖେଳାଯିବ।  ଯଦି ଭାରତ ଫାଇନାଲକୁ ନ ଉଠେ, ତେବେ ଏହା ଲାହୋରରେ ଖେଳାଯିବ। ପାକିସ୍ତାନ ଯିବାକୁ ଭାରତ ରାଜି ନ ହେବା ପରେ ଏହି ଟୁର୍ଣ୍ଣମେଣ୍ଟ ହାଇବ୍ରିଡ୍‌ ମଡେଲରେ ଖେଳାଯାଉଛି।

Tags: champions trophycricketnewslandpakistan
ShareTweetShareSend
Sanchar Live

Sanchar Live

Next Post
ଭିଜିଲାନ୍ସ ଜାଲରେ ରେମୁଣାର ତହସିଲଦାର

ଭିଜିଲାନ୍ସ ଜାଲରେ ଡେପୁଟି କଲେକ୍ଟର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.