Sunday, June 22, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ମା’ର ପରକୀୟା ପ୍ରୀତି ହେଲା କାଳ, ପିଟିପିଟି ମାରିଦେଲା ପୁଅ

Sanchar Live by Sanchar Live
February 19, 2025
in ଅପରାଧ
0
ମା’ର ପରକୀୟା ପ୍ରୀତି ହେଲା କାଳ, ପିଟିପିଟି ମାରିଦେଲା ପୁଅ
0
SHARES
25
VIEWS
FacebookTwitter

ମା’ର ପରକୀୟା ପ୍ରୀତି ହେଲା କାଳ। ଲୁଚିଛପି ପ୍ରେମ କରୁଥିବା ମା’ ଉପରେ ଅନେକ ଆଗରୁ ପୁଅର ସନ୍ଦେହ ଥିଲା। ଆଜି ଆଖି ସାମ୍ନାରେ ଦେଖିଲା ପରେ ଏହାକୁ ଦେଖି ସହ୍ୟ କରିପାରି ପାରି ନଥିଲା ପୁଅ। ମୁଣ୍ଡରେ ପୀତ ଚଢ଼ିବାରୁ ଏକ କାଠଫାଳିଆରେ ପିଟିପିଟି ମାରିଦେଲା। ବାଲେଶ୍ବର ଜିଲ୍ଲା ନୀଳଗିରି ଥାନା ଅଧୀନ ବାଘମରା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା। ନୀଳଗିରି ପୁଲିସ ଘଟଣାସ୍ଥଳରେ ପହଞ୍ଚି ପୁଅକୁ ଗିରଫ କରିଛି। ସୂଚନା ମୁତାବକ ଆଜି ଅପରାହ୍ନରେ ବାଘମରା ଗ୍ରାମର ବିଧବା କଙ୍କିମଣି ସିଂ (୪୫)ଉକ୍ତ ଗ୍ରାମର ବାୟା ନାମକ ଏକ ଯୁବକଙ୍କ ସହିତ କଥାବାର୍ତ୍ତା ହେଉଥିବା ବେଳେ ସାନପୁଅ ଦୁର୍ଗା ସିଂ (୨୪)ଦେଖିଥିଲା। ମା’ ଓ ବାୟ ଏକାଠି ଥିବାରୁ ପୁଅ ଏହାକୁ ପାପ ସଂପର୍କ ବୋଲି ସନ୍ଦେହ କରିଥିଲା। ଫଳରେ ସେ ହିତାହିତ ଜ୍ଞାନ ହରାଇ ଘରେ ପଡ଼ିଥିବା ଏକ କାଠଫାଳିଆରେ ପିଟିପଟି ନିଜ ମା’କୁ ମାରିଦେଇଥିଲା। ଘଟଣା ସଂପର୍କରେ ସ୍ଥାନୀୟ ଲୋକଙ୍କ ଠାରୁ ଅବଗତ ହେଲା ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଶବ ବ୍ୟବଚ୍ଛେଦ ପାଇଁ ମୃତଦେହ ନୀଳଗିରି ଉପଖଣ୍ଡ ଚିକିତ୍ସାଳୟକୁ ପଠାଇ ତଦନ୍ତ ଆରମ୍ଭ କରିଛି। ନୀଳଗିରି ଏସଡିପିଓ ପ୍ରମୋଦ ମଲ୍ଲିକ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ପରକୀୟା ପ୍ରୀତିରେ ଲିପ୍ତ ଥିବା ଯୁବକଙ୍କୁ ଖୋଜିବା ଆରମ୍ଭ କରିଛି। ଏହି ଅପ୍ରୀତିକର ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।

Tags: balasorecrime
ShareTweetShareSend
Sanchar Live

Sanchar Live

Next Post
ପରବେଶ ବର୍ମା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

ପରବେଶ ବର୍ମା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ମୁମ୍ବାଇରେ ହେବ ନବୀନଙ୍କ ଅପରେସନ
  • ଇରାନ୍ ଉପରେ ଆମେରିକାର ହମଲା
  • ଆଜି ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
  • ଆଜି ଦ୍ବାଦଶୀ ତିଥିରେ ଶ୍ରୀଜିଉମାନଙ୍କ ଅନୁଷ୍ଠିତ ହେବ ରାଜପ୍ରସାଦ ବିଜେ ନୀତି
  • ବଢୁଛି ସୁବର୍ଣ୍ଣରେଖା ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.