Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭୁବନେଶ୍ଵରରେ ପ୍ରଥମ କରି ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା

Sanchar Live by Sanchar Live
February 21, 2025
in ଓଡିଶା
0
ଭୁବନେଶ୍ଵରରେ ପ୍ରଥମ କରି ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା

Oplus_131072

0
SHARES
51
VIEWS
FacebookTwitter

ଭୁବନେଶ୍ଵରରେ ପ୍ରଥମ କରି ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା। ୨୨ ଫେବୃଆରୀରୁ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ ସୁଭଦ୍ରା ଶକ୍ତି ମେଳା-୨୦୨୫। ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସ୍ଵୟଂ ସହାୟକ ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀ ଏହି ମେଳାରେ ଅଂଶଗ୍ରହଣ କରିବେ। ୩୦୦ରୁ ଅଧିକ ଷ୍ଟଲରେ ହେବ ବିକାକିଣା। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମହିଳାଙ୍କୁ ଆର୍ଥିକ କ୍ଷେତ୍ରରେ ସଶକ୍ତ କରିବାକୁ ଏହି ମେଳା ଦେଖାଇବ ନୂଆ ରାସ୍ତା।

ସୂଚନାନୁଯାୟୀ, ୯ ଦିନ ଧରି ଚାଲିବାକୁ ଥିବା ସୁଭଦ୍ରା ଶକ୍ତି ମେଳାରେ ବିଭିନ୍ନ ପ୍ରକାରର ହସ୍ତଶିଳ୍ପ ଏବଂ ଅର୍ଗାନିକ୍ ଉତ୍ପାଦର ପ୍ରଦର୍ଶନୀ ସହିତ ବିକ୍ରି ହେବ। ଯାହା ଦର୍ଶକମାନଙ୍କୁ ମିଶନ ଶକ୍ତି ମହିଳାମାନଙ୍କର ସୃଜନଶୀଳତା, ଦକ୍ଷତା ଏବଂ ଉଦ୍ୟୋଗିତା ଦେଖିବାର ଏକ ଅନନ୍ୟ ସୁଯୋଗ ପ୍ରଦାନ କରିବ। ହସ୍ତଶିଳ୍ପ, ଟେରାକୋଟା, ବାଉଁଶ ଶିଳ୍ପ, ହସ୍ତତନ୍ତ ଏବଂ ଘରୋଇ ଆବଶ୍ୟକୀୟ ସାମଗ୍ରୀଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ଏବଂ ୱେଲନେସ୍ ଉତ୍ପାଦ, ଜୈବିକ ଖାଦ୍ୟ ସାମଗ୍ରୀ, ମସଲା, ମିଷ୍ଟାନ୍ନ ଏବଂମିଲେଟ୍-ଭିଭିକ ବ୍ୟଞ୍ଜନ ପର୍ଯ୍ୟନ୍ତ, ଉଚ୍ଚ ଗୁଣବତ୍ତା ଏବଂ ଦୀର୍ଘସ୍ଥାୟୀ ଉତ୍ପାଦଗୁଡ଼ିକ ପ୍ରଦର୍ଶିତ ହେବ। ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ଦର୍ଶକମାନେ, ମହିଳା ଉଦ୍ୟୋଗୀମାନଙ୍କଠାରୁ ସିଧାସଳଖ ହାତ ତିଆରି ଉତ୍ପାଦ କ୍ରୟ କରିବାର ସୁଯୋଗ ପାଇବେ। ଯାହା ସେମାନଙ୍କର ଆର୍ଥିକ ସଶକ୍ତିକରଣରେ ମଧ୍ୟ ସହାୟକ ହେବ।

Tags: odishaSubhadra shakti mela
ShareTweetShareSend
Sanchar Live

Sanchar Live

Next Post
ଅଲଗା ହେଲେ ଧନଶ୍ରୀ- ଚହଲ

ଅଲଗା ହେଲେ ଧନଶ୍ରୀ- ଚହଲ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.