Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବିଧାନସଭାରେ କଟକ ବାଲିଯାତ୍ରାରେ ଅବ୍ୟବସ୍ଥା ପ୍ରସଙ୍ଗ ଉଠାଇଲେ ମାହାଙ୍ଗା ବିଧାୟକ ଶାରଦା ପ୍ରଧାନ

Sanchar Live by Sanchar Live
February 21, 2025
in ଓଡିଶା
0
ବିଧାନସଭାରେ କଟକ ବାଲିଯାତ୍ରାରେ ଅବ୍ୟବସ୍ଥା ପ୍ରସଙ୍ଗ ଉଠାଇଲେ ମାହାଙ୍ଗା ବିଧାୟକ ଶାରଦା ପ୍ରଧାନ
0
SHARES
20
VIEWS
FacebookTwitter

ସଂଚାର ବ୍ୟୁରୋ: ବିଧାନସଭାରେ ଉଠିଲା କଟକ ବାଲିଯାତ୍ରାରେ ଅବ୍ୟବସ୍ଥା ପ୍ରସଙ୍ଗ। ମାହାଙ୍ଗାର ବିଜେପି ନେତା ତଥା ସ୍ଵାଧୀନ ବିଧାୟକ ଶାରଦା ପ୍ରଧାନ ଗତବର୍ଷ ବାଲିଯାତ୍ରାରେ ଜିଲ୍ଲା ପ୍ରଶାସନର ଅବ୍ୟବସ୍ଥା ନେଇ ଅଭିଯୋଗ ଉଠାଇଥିଲେ। ଗଣକବି ବୈଷ୍ଣବ ପାଣି ମଞ୍ଚରେ ରେକର୍ଡ଼ ଡାନ୍ସ ହୋଇଥିବାରୁ ସେ ଆପତ୍ତି ଉଠାଇଥିଲେ। ଏହା ଓଡ଼ିଆ ଅସ୍ମିତା ପ୍ରତି ଅପମାନ। ଏପରିକି କଟକ ଜିଲ୍ଲାର ବିଧାୟକ ହୋଇଥିବା ସତ୍ୱେ ତାଙ୍କୁ ଉପେକ୍ଷିତ କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ନିଲାମ ପ୍ରକ୍ରିୟା ବି ସ୍ୱଚ୍ଛ ନଥିଲା। ଏହାର ଯାଞ୍ଚ ପାଇଁ ସେ ଦାବି କରିଛନ୍ତି। କଟକ ବାରବାଟୀ ବିଧାୟକ ସୋଫିଆ ଫିର୍ଦୋସ ମଧ୍ୟ ନିଲାମ ପ୍ରକ୍ରିୟାକୁ ନେଇ ଆପତ୍ତି ଉଠାଇଥିଲେ। ଏହାକୁ ଉଛେଦ କରିବାକୁ ସେ ଦାବି ଉଠାଇଲେ। ନିଲାମ ପ୍ରକ୍ରିୟା ବନ୍ଦ ନହେଲେ ବାଲିଯାତ୍ରାର ମାନ ହ୍ରାସ ପାଉଛି।ଅନ୍ୟପଟେ ବାଙ୍କୀ ବିଧାୟକ ଦେବୀରଂଜନ ତ୍ରିପାଠୀ ବାଲିଯାତ୍ରାରେ ତାରକସି ଷ୍ଟଲକୁ ସ୍ଥାନ ଓ ଜାତୀୟ ମାନ୍ୟତା ପାଇଁ ଦାବି କରିଛନ୍ତି।

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏ ନେଇ ବହୁ ଉଦ୍ୟମ କରିଥିଲେ। ଏ ସମସ୍ତ ପ୍ରସଙ୍ଗରେ ଉତ୍ତର ରଖିଥିଲେ ବିଭାଗୀୟ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଆଗକୁ ତାରକସି ଷ୍ଟଲ ପାଇଁ ବ୍ୟବସ୍ଥା ହେବ। ହେଲେ ଜାତୀୟ ମାନ୍ୟତା ଦେବା UNESCOର କାମ। ବାଲିଯାତ୍ରାକୁ UNESCO କିପରି ଜାତୀୟ ମାନ୍ୟତା ମିଳିବ ସେ ନେଇ ଏକ ବିଶେଷଜ୍ଞ ଟିମ UNESCO ସହ ଯୋଗାଯୋଗରେ ଅଛନ୍ତି। ଆଗକୁ ଜାତୀୟ ମାନ୍ୟତା ମିଳିବାର ଆଶା ରଖାଯାଇଛି। ବାଲିଯାତ୍ରାରେ ଓଡ଼ିଆ ସଂସ୍କୃତି ଓ ଭାଷା ବିଭାଗର ସିଧା ସଳଖ ହସ୍ତକ୍ଷେପ ରହେନି। ଆୟ ବ୍ୟାୟର ହିସାବ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଗଠିତ ଜିଲ୍ଲା ସଂସ୍କୃତିକ ପରିଷଦ ରଖେ। ଜିଲ୍ଲାପାଳଙ୍କ ତଥ୍ୟ ଅନୁସାରେ 2024 ବାଲିଯାତ୍ରାରେ 2438 ଷ୍ଟଲ ଆବଣ୍ଟନ ହୋଇଥିଲା। ଏଥିରୁ 1188 ନିଲାମ ଓ 1250 ସ୍ଥିରୀକୃତ ଦର ମାଧ୍ୟମରେ ଆବଣ୍ଟନ କରାଯାଇଥିଲା। ପ୍ରୟୋଜକ ଓ ଅନ୍ୟ ମାଧ୍ୟମରେ 6 କୋଟି 38 ଲକ୍ଷ 26 ହଜାର 446 ଟଙ୍କା ଆଦାୟ ହୋଇଥିଲା। ବିଭିନ୍ନ ପ୍ରସଙ୍ଗ ନେଇ ଜିଲ୍ଲା ସାଂସ୍କୃତିକ ପରିଷଦ ସହ ଆଲୋଚନା କରିବାର ପ୍ରତିଶୃତି ଦେଇଛନ୍ତି।ବାଲିଯାତ୍ରା ସହ ଜଡିତ ବିଭିନ୍ନ ବିଭାଗ ସହ ଆଲୋଚନା କରି ଏହାର ତର୍ଜମା କରାଯିବ।

Tags: assemblybalijatrasarada pradhan
ShareTweetShareSend
Sanchar Live

Sanchar Live

Next Post
ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା

ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.