Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମୋ ବସରେ ନିଆଁ, ଭୟରେ ବାହାରିଲେ ଯାତ୍ରୀ

Sanchar Live by Sanchar Live
February 22, 2025
in ଓଡିଶା
0
ମୋ ବସରେ ନିଆଁ, ଭୟରେ ବାହାରିଲେ ଯାତ୍ରୀ
0
SHARES
11
VIEWS
FacebookTwitter

ଚୌଦ୍ୱାର: ମୋ ବସରେ ନିଆଁ ଲାଗି ଗାଡିରୁ ବାହାରିଲା ଧୂଆଁ । ଭୟଭୀତ ହୋଇ ଝରକା ପଟେ ବାହାରକୁ ବାହାରିଲେ ଯାତ୍ରୀ । କଟକ ଜିଲ୍ଲା ଚୌଦ୍ୱାର ବ୍ୟାରେଜ ନିକଟରେ ଆଜି ଏକ ମୋ ବସରେ ନିଆଁ ଲାଗିଥିବା ବେଳେ ଧୂଆଁ ବାହାରିଥିଲା । ଗାଡିରେ ଥିବା ୬୦ରୁ ଅଧିକ ଯାତ୍ରୀ ବସ୍ ଡୋର୍ ଖୋଲିବାକୁ ଉଦ୍ୟମ କରିଥିଲେ । ହେଲେ ଡୋର୍ ଖୋଲି ନଥିଲା । ବସ ଭିତରେ ଥିବା ଯାତ୍ରୀ ମାନେ ଚିତ୍କାର କରୁଥିବା ବେଳେ କିଛି ଯାତ୍ରୀ ଝରକା ଦେଇ ବାହାରକୁ ପଲାଇ ଆସିଥିଲେ । କିଛି ବୟସ୍କ ଯାତ୍ରୀ ଅଣନିଶ୍ବାସୀ ହୋଇଯିବାରୁ ଖୋଲୁନଥିବା ଡୋରକୁ ଜୋରେ ଧକ୍କା ଦେଇ ବାହାରକୁ ପଳାଇ ଆସିଥିଲେ ।

ଅନ୍ୟପକ୍ଷରେ ଗାଡିର କଣ୍ଡକ୍ଟର କହିଛନ୍ତି ଯେ ବସ ଗୁଡିକ ଡିପୋରେ ରହିଲାପରେ ମରାମତି କରାଯାଉନଥିବାରୁ ଏଭଳି ଦୁର୍ଘଟଣା ହୋଇଛି। ସାରା ଓଡ଼ିଶାରେ ବହୁ ସ୍ଥାନରେ ମୋ ବସ ଏହିଭଳି ଅସୁବିଧାର ସମ୍ମୁଖୀନ ହେଉଥିବାବେଳେ ଗାଡି କିଣାର ତଦନ୍ତ ହେବା ଦରକାର ।

 

Tags: firemo bus
ShareTweetShareSend
Sanchar Live

Sanchar Live

Next Post
ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ନେଇ ୨୨ ଜିଲ୍ଲାକୁ ଆଲର୍ଟ ଜାରି

ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ନେଇ ୨୨ ଜିଲ୍ଲାକୁ ଆଲର୍ଟ ଜାରି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.