Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ରାସ୍ତାକାମକୁ ନେଇ ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ 

Sanchar Live by Sanchar Live
February 23, 2025
in ଅପରାଧ
0
ରାସ୍ତାକାମକୁ ନେଇ ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ 
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ରାସ୍ତାକାମକୁ ନେଇ ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ  ।  ୨୪ ରୁ ଉର୍ଦ୍ଧ୍ବ ଗ୍ରାମବାସୀ ଆହତ ହୋଇଛନ୍ତି । ରାୟଗଡା ଜିଲ୍ଲା କାଶୀପୁର ଥାନା ଗୋରଖପୁର ପଞ୍ଚାୟତ ଅନ୍ତର୍ଗତ ବାଲିଗୁଡା ଏବଂ କାହ୍ନୁଗୁଡା ଗ୍ରାମବାସୀଙ୍କ ମଧ୍ୟରେ ଏକ ରାସ୍ତା କାମକୁ ନେଇ ଗୋଷ୍ଠୀ ସଂଘର୍ଷ ଘଟିଛି । ଗତକାଲି ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି । ଏଥିରେ ଉଭୟ ପକ୍ଷରୁ ୨୪ରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇଛନ୍ତି । ଆହତଙ୍କୁ ଚିକିତ୍ସା ପାଇଁ କାଶୀପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗ୍ରାମବାସୀଙ୍କ ସହ ଆଲୋଚନା କରିଛି ।  ଗ୍ରାମରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବାବେଳେ ପୁଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।

Tags: controversykashipur
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ଆଜି କେଉଁଠି କେତେ ଟଙ୍କା ରହିଛି ପେଟ୍ରୋଲ- ଡିଜେଲ ଦର ?

ଜାଣନ୍ତୁ ଆଜି କେଉଁଠି କେତେ ଟଙ୍କା ରହିଛି ପେଟ୍ରୋଲ- ଡିଜେଲ ଦର ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.