Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଟ୍ୟାକ୍ସ ଦେବାରେ ଇତିହାସ ରଚିଲେ ଗୌତମ ଆଦାନୀ

Sanchar Live by Sanchar Live
February 23, 2025
in ଭାରତ
0
ଟ୍ୟାକ୍ସ ଦେବାରେ ଇତିହାସ ରଚିଲେ ଗୌତମ ଆଦାନୀ
0
SHARES
23
VIEWS
FacebookTwitter

ଏସିଆର ସବୁଠାରୁ ଧନୀ ବ୍ୟବସାୟୀ ଗୌତମ ଆଦାନୀଙ୍କ ଗ୍ରୁପ୍ ଟିକସ ଦେବା କ୍ଷେତ୍ରରେ ଏକ ବଡ଼ ଇତିହାସ ସୃଷ୍ଟି କରିଛି। ଆଦାନୀ ଗ୍ରୁପ୍ ଦ୍ୱାରା ପ୍ରକାଶିତ ରିପୋର୍ଟ ଅନୁଯାୟୀ, ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ମୋଟ ୫୮,୧୦୪.୪ କୋଟି ଟଙ୍କା ଟିକସ ଜମା କରାଯାଇଛି। ଯାହା ୨୦୨୩ ଆର୍ଥିକ ବର୍ଷରେ ୪୬,୬୧୦.୨ କୋଟି ଟଙ୍କା ତୁଳନାରେ ୨୪.୭ ପ୍ରତିଶତ ଅଧିକ।

୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଆଦାନୀ ଗ୍ରୁପ୍ ଟ୍ୟାକ୍ସ ଟ୍ରାନ୍ସପରେନ୍ସି ରିପୋର୍ଟ’ ପ୍ରକାଶ କରିଛି । Adani Group Tax Reportରେ ଆଦାନୀ ଏଣ୍ଟରପ୍ରାଇଜେସ, ଆଦାନୀ ପୋର୍ଟସ ଏବଂ ଏସଇଜେଡ, ଆଦାନୀ ଗ୍ରୀନ ଏନର୍ଜି, ଆଦାନୀ ଏନର୍ଜି ସଲ୍ୟୁସନ୍ସ, ଆଦାନୀ ପାୱାର, ଆଦାନୀ ଟୋଟାଲ ଗ୍ୟାସ ଏବଂ ଅମ୍ବୁଜା ସିମେଣ୍ଟ୍ସ ସମେତ ସାତଟି ତାଲିକାଭୁକ୍ତ ସଂସ୍ଥାର ଟିକସ ଅବଦାନକୁ ଅନ୍ତର୍ଭୁକ୍ତ କରାଯାଇଥିଲା। ଏହା ବ୍ୟତୀତ, ଆଦାନୀ ଗ୍ରୁପ୍ ମାଲିକାନାରେ ଥିବା ଘଊଞଠ, ଇଉଉ ଏବଂ ସାଂଘି ଇଣ୍ଡଷ୍ଟ୍ରିଜର ଟିକସ ତଥ୍ୟ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି।

ତେବେ ଏନେଇ ଆଦାନୀ ଗ୍ରୁପ୍ ର ଅଧ୍ୟକ୍ଷ ଗୌତମ ଆଦାନୀ କହିଛନ୍ତି ‘ସ୍ୱଚ୍ଛତା ହେଉଛି ଦୀର୍ଘକାଳୀନ ଅଭିବୃଦ୍ଧି ଏବଂ ବିଶ୍ୱାସର ଚାବିକାଠି। ସେ ଆହୁରି ମଧ୍ୟ କହିଛନ୍ତି, “ସ୍ୱଚ୍ଛତା ହେଉଛି ବିଶ୍ୱାସର ମୂଳଦୁଆ ଏବଂ ନିରନ୍ତର ବିକାଶ ପାଇଁ ବିଶ୍ୱାସ ଜରୁରୀ ଅଟେ। ଆମ ଦେଶର ଆର୍ଥିକ କ୍ଷେତ୍ରରେ ଆମେ ଯାହା କିଛି ଅବଦାନ ଦେଇଥାଉ ତାହା ସ୍ୱଚ୍ଛତା ଏବଂ ଉତ୍ତମ ଶାସନ ପାଇଁ ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରେ’|

Tags: goutam adanitax
ShareTweetShareSend
Sanchar Live

Sanchar Live

Next Post
ଶୀଘ୍ର ଓଜନ କମ କରିବାକୁ ଚାହୁଁଛନ୍ତି କି ? ଡାଏଟରେ କରନ୍ତୁ କିଛି ଏପରି ପରିବର୍ତ୍ତନ

ଶୀଘ୍ର ଓଜନ କମ କରିବାକୁ ଚାହୁଁଛନ୍ତି କି ? ଡାଏଟରେ କରନ୍ତୁ କିଛି ଏପରି ପରିବର୍ତ୍ତନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.