Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଗାମୀ ୫ ବର୍ଷ ପରେ ଓଡ଼ିଶାରେ କେହି ଭୂମିହୀନ ଓ ବାସହୀନ ରହିବେନି: ସୁରେଶ ପୂଜାରୀ

Sanchar Live by Sanchar Live
August 12, 2024
in ଓଡିଶା
0
ଆଗାମୀ ୫ ବର୍ଷ ପରେ ଓଡ଼ିଶାରେ କେହି ଭୂମିହୀନ ଓ ବାସହୀନ ରହିବେନି: ସୁରେଶ ପୂଜାରୀ
0
SHARES
17
VIEWS
FacebookTwitter

ସଂଚାର ବ୍ୟୁରୋ: ଆଗାମୀ ୫ ବର୍ଷ ପରେ ଓଡ଼ିଶାରେ କେହି ଭୂମିହୀନ ଓ ବାସହୀନ ରହିବେନି। ଗରିବ ଭୂମିହୀନ ଓ ବାସହୀନଙ୍କୁ ଘର ନିର୍ମାଣ ପାଇଁ ଜମି ଯୋଗାଇ ଦିଆଯିବ। ଏପରିକି ସେହି ଜମିରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର, ବିଦ୍ୟୁତ, ପାନୀୟ ଜଳ ଓ ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ ଯୋଗାଇବାର ବ୍ୟବସ୍ଥା କରାଯିବ। ୫ ବର୍ଷରେ ଘରର ପୂର୍ଣ୍ଣାଙ୍ଗ ପେକେଜ ଗରିବ ଲୋକଙ୍କୁ ଯୋଗାଇଦେବୁ। ଆଜି ଏପରି କହିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ।

ସହରାଞ୍ଚଳରେ ବସ୍ତି ବାସିନ୍ଦା ଓ ବାସହୀନଙ୍କୁ ଜମି ଯୋଗାଇ ଦେଉଛନ୍ତି ସରକାର । ତୃତୀୟରେ ଜଙ୍ଗଲ ଅଧିକାର ଆଇନରେ ଜଙ୍ଗଲ ଜମିକୁ ମଧ୍ୟ କିସମ ପରିବର୍ତ୍ତନ କରି ଦିଆଯାଉଛି । ଠିକଠାକ ସର୍ଭେ କରିବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । 5 ବର୍ଷ ପରେ ଓଡ଼ିଶାରେ ଭୂମି ହୀନ ଓ ବାସ ହୀନ କେହି ନଥିବେ । କଡାକଡି ନିର୍ଦ୍ଦେଶ ଦିଆଯାଇଛି ।
ସର୍ଭେ କାମ ଆରମ୍ଭ ହୋଇ ଗଲାଣି । ଆବଣ୍ଟନ ମଧ୍ୟ ଆରମ୍ଭ ହୋଇଗଲାଣି । ଜମି ମିଳିବା ପରେ ବାସଗୃହ, ପାନୀୟ ଜଳ, ସରକାରଙ୍କ ସମସ୍ତ ଜନ କଲ୍ୟାଣକାରୀ ଯୋଜନା ଯୋଗାଇ ଦିଆଯିବ । 15 ତାରିଖରେ କଳାହାଣ୍ଡିରେ କିଛି ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ଦିଆଯିବ ।

Tags: odishasuresh pujari
ShareTweetShareSend
Sanchar Live

Sanchar Live

Next Post
OASMEର ୩୮ ତମ ପ୍ରତିଷ୍ଠା ଦିବସରେ ଆୟୋଜିତ ଉତ୍ସବ ଅନୁଷ୍ଠିତ

OASMEର ୩୮ ତମ ପ୍ରତିଷ୍ଠା ଦିବସରେ ଆୟୋଜିତ ଉତ୍ସବ ଅନୁଷ୍ଠିତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.