Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାବା ଆଖଣ୍ଡଳମଣୀଙ୍କ ପୀଠ ପାଇଁ ୧୦ କୋଟି, ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

Sanchar Live by Sanchar Live
February 26, 2025
in ଓଡିଶା
0
ବାବା ଆଖଣ୍ଡଳମଣୀଙ୍କ ପୀଠ ପାଇଁ ୧୦ କୋଟି, ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
0
SHARES
2
VIEWS
FacebookTwitter

ଭଦ୍ରକ : ଆରଡ଼ି ପୀଠକୁ ୧୦ କୋଟି ଟଙ୍କାର ଅନୁଦାନ । ଏ ନେଇ ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟ ପାଇଁ ଅର୍ଥ ରାଶି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ । ପରିକ୍ରମା ପ୍ରକଳ୍ପକୁ ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ଉନ୍ନୟନ ପାଣ୍ଠିରୁ ୧୦ କୋଟି ଟଙ୍କା ମନ୍ଦିରକୁ ପ୍ରଦାନ କରିଛନ୍ତି ।

ପବିତ୍ର ଜାଗର ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବାବା ଆଖଣ୍ଡଳମଣିଙ୍କ ପୀଠରେ ପହଞ୍ଚିଥିଲେ। ମନ୍ଦିର ପରିସରରେ ଥିବା ଗଣେଶ ମଣ୍ଡପରେ ସଂକଳ୍ପ, ଶ୍ରାବଣୀ ମହାଦେବଙ୍କ ନିକଟରେ ପୂଜାର୍ଚ୍ଚନା ସହ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିଥିଲେ । ଏହାପରେ ମନ୍ଦିର ପରିକ୍ରମା କରି ମନ୍ଦିରକୁ ଅନୁଦାନ ରାଶି ପ୍ରଦାନ କରିଛନ୍ତି ।

Tags: Akhandalmanibhadrak
ShareTweetShareSend
Sanchar Live

Sanchar Live

Next Post
ଦର୍ଶକେ ପରଦାରେ ଦେଖିବେ ଦାଦାଙ୍କ ଜୀବନ କାହାଣୀ

ଦର୍ଶକେ ପରଦାରେ ଦେଖିବେ ଦାଦାଙ୍କ ଜୀବନ କାହାଣୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କର ପାଳିତ ହେବ ଗୁଆଲି ଯାତ୍ରା
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପନ୍ନ
  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.