Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଉଦ୍ଧାର ହେଲା କୁମ୍ଭୀର ଟାଣି ନେଇଥିବା ମହିଳାଙ୍କ ମୃତଦେହ

Sanchar Live by Sanchar Live
August 13, 2024
in ଓଡିଶା
0
ଉଦ୍ଧାର ହେଲା କୁମ୍ଭୀର ଟାଣି ନେଇଥିବା ମହିଳାଙ୍କ ମୃତଦେହ
0
SHARES
15
VIEWS
FacebookTwitter

ସଂଚାର ବ୍ୟୁରୋ: କେନ୍ଦ୍ରପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରେ ବ୍ରାହ୍ମଣୀ ନଦୀରେ କୁମ୍ଭୀର ଟାଣି ନେଇଥିବା ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ପେଣ୍ଠପାଳ ନିକଟ ବ୍ରାହ୍ମଣୀ ନଦୀରୁ କ୍ଷତବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣଙ୍କ ହେଲେ ଅଳପୁଆ ପଞ୍ଚାୟତର ଅଳପୁଆଡିଆ ଗାଁର ମଞ୍ଜୁଲତା ଭଞ୍ଜ ।

ମିଳିଥିବା ସୂଚନା ଅନୁଯାୟୀ ସୋମବାର ଅଳପୁଆଡ଼ିଆ ଗାଁର ମଞ୍ଜୁଲତା ଭଞ୍ଜ ଅପରାହ୍ଣରେ ଖାଇ ସାରି ବ୍ରାହ୍ମଣୀ ନଦୀକୁ ବାସନ ମାଜିବାକୁ ଯାଇଥିଲେ। ବହୁ ସମୟ ଧରି ସେ ଘରକୁ ନ ଫେରିବାରୁ ପରିବାର ଲୋ​‌ଲେ ନଦୀ କୂଳକୁ ଯାଇ ଖୋଜାଖୋଜି କରିଥିଲେ। ସେଠାରେ ତାଙ୍କ ଚପଲ ପଡ଼ିଥିବା ପରିବାର ଲୋକେ ଏବଂ ଗ୍ରାମବାସୀ ଦେଖିବାକୁ ପାଇଥିଲେ।

ବହୁ ଖୋଜାଖୋଜି ପରେ ମଧ୍ୟ ମଞ୍ଜୁଲତାଙ୍କୁ ପାଇ ନଥିଲେ। ଏ ସମ୍ପର୍କରେ ସ୍ଥାନୀୟ ଲୋକେ ପ୍ରଶାସନ ଓ ପୁଲିସକୁ ଖବର ଦେଇଥିଲେ। ପୁଲିସ ଓ ଅଗ୍ନିଶମ ବାହିନୀ ନଦୀରେ ତଲାସି ଅଭିଯାନ ଆରମ୍ଭ କରିଥିଲେ। ବହୁ ଖୋଜାଖୋଜି ପରେ ଆଜି ମଞ୍ଜୁଲତାଙ୍କର କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି।

Tags: kendrapadapatamundai
ShareTweetShareSend
Sanchar Live

Sanchar Live

Next Post
ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ର ଗିରଫ

ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ର ଗିରଫ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.