Thursday, August 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମାର୍ଚ୍ଚରୁ ମେ ଓଡ଼ିଶାରେ ପ୍ରଚଣ୍ଡ ହେବ ଗ୍ରୀଷ୍ମପ୍ରବାହ

Sanchar Live by Sanchar Live
March 1, 2025
in ଓଡିଶା
0
ମାର୍ଚ୍ଚରୁ ମେ ଓଡ଼ିଶାରେ ପ୍ରଚଣ୍ଡ ହେବ ଗ୍ରୀଷ୍ମପ୍ରବାହ
0
SHARES
10
VIEWS
FacebookTwitter

ସଂଚାର ବ୍ୟୁରୋ: ମାର୍ଚ୍ଚରୁ ମେ ଓଡ଼ିଶାରେ ପ୍ରଚଣ୍ଡ ହେବ ଗ୍ରୀଷ୍ମପ୍ରବାହ । ସ୍ବାଭାବିକ ଠାରୁ ଅଧିକ ରହିବ ତାପମାତ୍ରା । ଗ୍ରୀଷ୍ମ ପ୍ରବାହ ଦିନ ସଂଖ୍ୟା ବି ବଢିବ । ମାର୍ଚ୍ଚ ମାସରେ ଗ୍ରୀଷ୍ମପ୍ରବାହ ଦିନ ସଂଖ୍ୟା ସ୍ବାଭାବିକ ଠାରୁ ୨ ରୁ ୩ ଦିନ ଅଧିକ ରହିବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର । ଏପ୍ରିଲ ଏବଂ ମେ ମାସରେ ବି ଅହେତୁକ ଭାବରେ ବଢିବ ତାପମାତ୍ରା । ସ୍ବାଭାବିକ ଠାରୁ ୬ରୁ ୧୦ ଡିଗ୍ରୀ ମଧ୍ୟରେ ଅଧିକ ରହିପାରେ ପାରଦ । ବିଶେଷ ପରି ପଶ୍ଚିମ ଓଡ଼ିଶାର ନୂଆପଡା, ସମ୍ବଲପୁର, ବରଗଡ, ସୋନପୁର, ବଲାଙ୍ଗିର, ଝାରସୁଗୁଡା, ସୁନ୍ଦରଗଡ, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳରେ ଗ୍ରୀଷ୍ମପ୍ରବାହର ଦିନ ସଂଖ୍ୟା ଅଧିକ ରହିବ । ୨୦୨୪ ତୁଳନାରେ ୨୦୨୫ରେ ସଂଗୀନ ସ୍ଥିତି ହେବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର । ରାଜଧାନୀ ଭୁବନେଶ୍ବରରେ ବି ତାପମାତ୍ରା ସ୍ବାଭାବିକ ଠାରୁ ଯଥେଷ୍ଟ ଅଧିକ ରହିବ । ସେପଟେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ତାତି ବୃଦ୍ଧି ପାଇବ । ଉପାନ୍ତରୁ ଉପକୂଳ ସବୁଠି ୧ ରୁ ୨ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବ ବୋଲି ଆକଳନ କରାଯାଇଛି । ବର୍ତ୍ତମାନ ରାଜ୍ୟ ଉପରେ କୌଣସି ପାଣିପାଗ ନିୟାମକ ନଥିବା ବେଳେ ପଶ୍ଚିମା ଝଡର ପ୍ରଭାବ ମଧ୍ୟ ନାହିଁ । ମେଘମୁକ୍ତ ଆକାଶ ସହ ସୂର୍ଯ୍ୟଙ୍କ ଟାଣ କିରଣ ପାଇଁ ତାପମାତ୍ରା ବୃଦ୍ଧି ହେଉଛି । ଗତକାଲି ଦିନ ୨ଟା ୩୦ ସୁଦ୍ଧା ଝାରସୁଗୁଡାରେ ୩୬.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଆଜି ୩୭.୪ ଡିଗ୍ରୀ ରେକର୍ଡ ହୋଇଛି ।

Tags: heatwaveodisha
ShareTweetShareSend
Sanchar Live

Sanchar Live

Next Post
ଟ୍ରମ୍ପ-ଜେଲେନସ୍କି କଥା କଟାକଟି

ଟ୍ରମ୍ପ-ଜେଲେନସ୍କି କଥା କଟାକଟି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଘରଭଡା ଦେଖିବାକୁ ଯାଉଥିଲେ ପଢନ୍ତୁ….
  • ଆନ୍ତର୍ଜାତୀୟ ବେଶ୍ୟାବୃତ୍ତି ସିଣ୍ଡିକେଟ୍ ଚଳାଇବା ଅଭିଯୋଗରେ ଲୋଲା ଗିରଫ
  • ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
  • ନିକିତା ରାୱଲଙ୍କ ଏହି ଭିଡିଓ ଭାଇରାଲ
  • ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ: ୫ ଅଟକ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.