Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ନ୍ୟୁଜିଲାଣ୍ଡକୁ ୪୪ ରନରେ ହରାଇଲା ଭାରତ

Sanchar Live by Sanchar Live
March 2, 2025
in କ୍ରୀଡ଼ା
0
ନ୍ୟୁଜିଲାଣ୍ଡକୁ ୪୪ ରନରେ ହରାଇଲା ଭାରତ
0
SHARES
20
VIEWS
FacebookTwitter

ଦୁବାଇ: ଦୁବାଇ ଇଣ୍ଟରନ୍ୟାସନାଲ ଷ୍ଟାଡିୟମଠାରେ ଚାଲିଥିବା ଆଇସିସି ଚାମ୍ପିୟନ୍ସ ଟ୍ରଫିର ଏକ ମ୍ୟାଚରେ ନ୍ୟୁଜିଲାଣ୍ଡକୁ  ୪୪ ରନରେ ପରାସ୍ତ କରିଛି ଭାରତ । ଭାରତ ପକ୍ଷରୁ ନ୍ୟୁଜିଲାଣ୍ଡ ଆଗରେ ୨୫୦ ରନର ଲକ୍ଷ୍ୟ ରଖାଯାଇଥିଲା । ତେବେ ନ୍ୟୁଜିଲାଣ୍ଡ ୪୫.୩ ଓଭରରେ ୨୦୫  ରନ କରି ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ କେନ ଓ୍ବିଲିୟମସନ ୮୧ ରନ କରିଥିବାବେଳେ ମିଚେଲ ସାଣ୍ଟନର ୨୮ ରନ ଓ ଓ୍ବିଲ ୟଙ୍ଗ ୨୨ ରନ କରିଥିଲେ । ଭାରତ ପକ୍ଷରୁ ବରୁଣ ଚକ୍ରବର୍ତ୍ତୀ ୫ଟି ଓ କୂଳଦୀପ ଯାଦବ ୨ଟି ଓ୍ବିକେଟ ନେଇଥିଲେ । ଏହି ବିଜୟ ସହ ଭାରତ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ଭୋଟିବ ।

ଏହି ମ୍ୟାଚରେ ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ହିଁ ନିଜର ତାରକା ବ୍ୟାଟ୍ସମ୍ୟାନଙ୍କୁ ହରାଇ ସଂକଟରେ ପଡ଼ିଥିଲା । ରୋହିତ ଶର୍ମା ୧୫, ଶୁଭମନ ଗିଲ୍ ୨ ଓ ବିରାଟ କୋହଲି ୧୧ ରନ କରି ଆଉଟ ହେବା ପରେ ଭାରତର ସ୍କୋର ୩୦/୩ ହୋଇଯାଇଥିଲା । ତେବେ ଶ୍ରେୟସ ଆୟର ଓ ଅକ୍ଷର ପଟେଲଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ୍ ଦେଖାଯାଇଥିଲା । ଆୟର ୭୯ ରନ ଓ ଅକ୍ଷର ୪୨ ରନ କରି ଦଳକୁ ସଂକଟରୁ ଉଦ୍ଧାର କରିଥିଲେ । ସେହିପରି କେଏଲ ରାହୁଲ ୨୩ ରନ ଓ ହାର୍ଦ୍ଦିକ ପାଣ୍ଡ୍ୟା ୪୫ ରନ କରିଥିଲେ । ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୯ ଓ୍ବିକେଟ ହରାଇ ୨୪୯ ରନ କରିଥିଲା । ନ୍ୟୁଜିଲାଣ୍ଡ ପକ୍ଷରୁ ମ୍ୟାଟ୍ ହେନରୀ ଘାତକ ବୋଲିଂର ପ୍ରଦର୍ଶନ କରିବା ସହ ୫ଟି ଓ୍ବିକେଟ ନେଇଥିଲେ । ସେହିପରି ରାଚିନ ରବୀନ୍ଦ୍ର, ଓ୍ବିଲିୟମ ଓରୁରକି, ମିଚେଲ ସାଣ୍ଟନର, କାଇଲ୍ ଜେମସନ ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ ।

Tags: championstrophycricketindianewsland
ShareTweetShareSend
Sanchar Live

Sanchar Live

Next Post
ମହିଳାକଂଗ୍ରେସ କର୍ମୀଙ୍କ ମୃତଦେହ ମିଳିବା ଘଟଣା : ମା ଆଣିଲେ ହତ୍ୟା ଅଭିଯୋଗ

ମହିଳାକଂଗ୍ରେସ କର୍ମୀଙ୍କ ମୃତଦେହ ମିଳିବା ଘଟଣା : ମା ଆଣିଲେ ହତ୍ୟା ଅଭିଯୋଗ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.