Tuesday, September 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

ସର୍ତ୍ତ ସହ ଶୋ କରିବେ ରଣବିର, ସୁପ୍ରିମକୋର୍ଟ ଦେଲେ ଅନୁମତି

Sanchar Live by Sanchar Live
March 4, 2025
in ମନୋରଞ୍ଜନ
0
ସର୍ତ୍ତ ସହ ଶୋ କରିବେ ରଣବିର, ସୁପ୍ରିମକୋର୍ଟ ଦେଲେ ଅନୁମତି
0
SHARES
11
VIEWS
FacebookTwitter

ସୁପ୍ରିମକୋର୍ଟ ସୋମବାର ବିବାଦୀୟ ୟୁଟ୍ୟୁବର ରଣବୀର ଆହ୍ଲାବାଦିଆଙ୍କୁ ନିଜ ପଡ୍‌କାଷ୍ଟ ‘ଦ ରଣବୀର ଶୋ’ ପୁନର୍ବାର ଆରମ୍ଭ ନିମନ୍ତେ ଅନୁମତି ଦେଇଛନ୍ତି । ଏଥିପାଇଁ କିଛି ସର୍ତ୍ତ ରହିଛି । କୋର୍ଟ କହିଛନ୍ତି, ଆହ୍ଲାବାଦିଆ ସଭ୍ୟତା ଓ ନୈତିକତା ବଜାୟ ରଖିବା ଉଚିତ । ଶୋ’ ରେ ମାମଲାକୁ ନେଇ ସେ କୌଣସି ଟିପ୍ପଣୀ ଦେବେନାହିଁ । ଅଶ୍ଳୀଳତା ପ୍ରଦର୍ଶନ ବି କରିବେ ନାହିଁ । ସୁପ୍ରିମକୋର୍ଟ ଏହି ପରିପ୍ରେକ୍ଷୀରେ କେନ୍ଦ୍ର ସରକାରଙ୍କୁ ମିଡିଆ କଣ୍ଟେଣ୍ଟର ନିୟନ୍ତ୍ରଣ ଲାଗି ମାର୍ଗଦର୍ଶିକା ପ୍ରସ୍ତୁତ କରିବାକୁ କହିଛନ୍ତି ।

ରଣବୀରଙ୍କ ମାମଲାର ଶୁଣାଣି କରି ବିଚାରପତି ସୂର୍ଯ୍ୟ କାନ୍ତ ଓ ଏନ୍‌ କୋଟିଶ୍ୱର ସିଂହଙ୍କ ଖଣ୍ଡପୀଠ କହିଛନ୍ତି, ଅଶ୍ଳୀଳ ଭାଷା ବ୍ୟବହାରକୁ ପ୍ରତିଭା ଭାବେ ବିବେଚନା କରାଯିବା ଉଚିତ ନୁହେଁ । ତେଣୁ ଏହା ଉପରେ ନିୟାମକ ପଦକ୍ଷେପ ଗ୍ରହଣ କରାଯିବା ଆବଶ୍ୟକ । ଜଷ୍ଟିସ୍‌ ସୂର୍ଯ୍ୟ କାନ୍ତ କହିଛନ୍ତି, ହାସ୍ୟ ରସାତ୍ମକ କାର୍ଯ୍ୟକ୍ରମ ଏଭଳି ହେବା ଉଚିତ, ଯାହାକୁ ପୂରା ପରିବାର ବସି ଉପଭୋଗ କରିପାରିବ ଏବଂ କେହି ଏହାକୁ ନେଇ ଲଜ୍ଜା ଅନୁଭବ କରିବେ ନାହିଁ ।

Tags: ranveer alhabadiasuprimecourt
ShareTweetShareSend
Sanchar Live

Sanchar Live

Next Post
କିଟ୍ ନେପାଳୀ ଛାତ୍ରୀ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ NHRC

କିଟ୍ ନେପାଳୀ ଛାତ୍ରୀ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ଦେଲେ NHRC

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.