ଭୁବନେଶ୍ୱର : ଆଇଏଏସ ବିଷ୍ଣୁପଦ ସେଠୀଙ୍କ ଘରେ ରେଡ ପ୍ରସଙ୍ଗରେ ବିଷ୍ଣୁପଦଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଛି । ଆଇଏଏସ ବିଷ୍ଣୁପଦ ସେଠୀଙ୍କ ସୁରକ୍ଷା ବଳବତ୍ତର ରଖିଲେ ହାଇକୋର୍ଟ । ୧୮ ତାରିଖରେ ହେବ ଏହି ମାମଲାର ପରବର୍ତ୍ତୀ ଶୁଣାଣି ।