Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଜାତୀୟ ଶିକ୍ଷା ନୀତିକୁ ଦ୍ରୁତ ଗତିରେ କାର୍ଯ୍ୟକାରୀ କରିବା ରାଷ୍ଟ୍ରୀୟ ମିଶନ ହେଉ : ଧର୍ମେନ୍ଦ୍ର ପ୍ରଧାନ

Sanchar Live by Sanchar Live
March 4, 2025
in ଓଡିଶା
0
ଜାତୀୟ ଶିକ୍ଷା ନୀତିକୁ ଦ୍ରୁତ ଗତିରେ କାର୍ଯ୍ୟକାରୀ କରିବା ରାଷ୍ଟ୍ରୀୟ ମିଶନ ହେଉ : ଧର୍ମେନ୍ଦ୍ର ପ୍ରଧାନ
0
SHARES
8
VIEWS
FacebookTwitter

ଭାରତର ଶିକ୍ଷାକୁ ଆକାର ଦେବାର ଦାୟିତ୍ୱ ଆମ କାନ୍ଧ ଉପରେ ନ୍ୟସ୍ତ ରହିଛି । ତେଣୁ ଜାତୀୟ ଶିକ୍ଷା ନୀତି – ୨୦୨୦କୁ ଦ୍ରୁତ ଗତିରେ କାର୍ଯ୍ୟକାରୀ କରିବା ଆମର ରାଷ୍ଟ୍ରୀୟ ମିଶନ ହେବା ହେବା ଦରକାର ବୋଲି ମଙ୍ଗଳବାର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ସହ ‘ଭିଜଟର୍ସ କନଫରେନ୍ସ- ୨୦୨୪-୨୫ର ଉଦଯାପନୀ ସମାରୋହରେ ଯୋଗଦେବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଷ୍ଟ୍ରପତି ଭବନରେ ଆୟୋଜିତ ଏହି ଅଧିବେଶନରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଭିଜିଟର୍ସ କନଫରେନ୍ସରେ ସକ୍ରିୟ ଯୋଗଦାନ ଏବଂ ଫଳପ୍ରଦ ଆଲୋଚନା ପାଇଁ ଆମର ଶିକ୍ଷାବିତ୍ ନେତୃତ୍ୱମାନଙ୍କୁ ଧନ୍ୟବାଦ । ସେମାନଙ୍କର ବିବିଧ ଦୃଷ୍ଟିକୋଣ ଏବଂ ଭବିଷ୍ୟତବାଦୀ ଚିନ୍ତାଧାରା ଏହି ସଂଗମକୁ ସମୃଦ୍ଧ କରିଛି ଏବଂ ଆମ ଦେଶର ଉଜ୍ଜ୍ୱଳ ଭବିଷ୍ୟତ ଗଠନ ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରିଛି । ଏହି ଦୁଇ ଦିବସୀୟ ଅଧିବେଶନରେ ମାନ୍ୟବର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ମାର୍ଗଦର୍ଶନ ଓ ପ୍ରେରଣା ପାଇଁ କୃତଜ୍ଞତା ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଶ୍ରୀ ପ୍ରଧାନ ଆହୁରି କହିଛନ୍ତି ଯେ ଆଗାମୀ ରାସ୍ତା ଆହ୍ୱାନପୂର୍ଣ୍ଣ ହୋଇପାରେ, କିନ୍ତୁ ସାମୂହିକ ପ୍ରୟାସ, ମିଳିତ ଦୃଷ୍ଟିକୋଣ ଏବଂ ପ୍ରତିବଦ୍ଧତା ଦ୍ୱାରା ଆମେ ଆମର ଶିକ୍ଷା ବ୍ୟବସ୍ଥାର ପୁନଃକଳ୍ପନା କରିପାରିବା । ଆମେ ଏକ ଜ୍ଞାନ-ପରିଚାଳିତ, ଆତ୍ମନିର୍ଭର ଭାରତ ଗଠନ କରିବା ଦରକାର, ଯାହା ୨୦୪୭ ସୁଦ୍ଧା ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ ହେବା ପାଇଁ ଗତି ଦେବ ।

ଛାତ୍ରଛାତ୍ରୀମାନେ ଆମର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଷ୍ଟେକହୋଲଡର ଅଟନ୍ତି । ସେମାନେ ହେଉଛନ୍ତି ଆମ ଶିକ୍ଷା ବ୍ୟବସ୍ଥାର ମେରୁଦଣ୍ଡ । ଆମେ ଛାତ୍ରଛାତ୍ରୀଙ୍କ ଆଗ୍ରହ ଥିବା ବିଷୟ ଗୁଡିକୁ କେବେ ବି ଭୁଲିବା ଉଚିତ୍ ନୁହେଁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କହିବାନୁସାରେ ଆମର ଛାତ୍ରଛାତ୍ରୀଙ୍କ ଶିକ୍ଷାରେ ପୁଞ୍ଜିନିବେଶ କରିବା ଆବଶ୍ୟକତା ରହିଛି । ଛାତ୍ରଛାତ୍ରୀମାନଙ୍କୁ ସଠିକ୍ ଦକ୍ଷତା ପ୍ରଦାନ କରିବା, ବଡ ବଡ ସ୍ୱପ୍ନ ଦେଖିବା ପାଇଁ ପ୍ରୋତ୍ସାହିତ କରିବା ଜରୁରୀ । ଯୁବଶକ୍ତିଙ୍କ ସ୍ୱପ୍ନ ପୂରଣ କରିବାରେ ସହଯୋଗୀ ହେବା କେବଳ ଆମର ଏକ ଶିକ୍ଷାଗତ ଦାୟିତ୍ୱ ନୁହେଁ ବରଂ ଏହା ଦେଶ ପ୍ରତି ଆମର କର୍ତ୍ତବ୍ୟ ବୋଲି ସେ କହିଛନ୍ତି । ପ୍ରକାଶ ଥାଉ କି, ରାଷ୍ଟ୍ରପତି ଭବନରେ ଦୁଇ ଦିନିଆ ଭିଜିଟର୍ସ କନଫରେନ୍ସ ସମାପ୍ତ ହୋଇଛି । ଏହି ସମ୍ମିଳନୀରେ ଏକାଡେମିକ୍ ପାଠ୍ୟକ୍ରମରେ ସୁଗମତା, କ୍ରେଡିଟ୍ ସେୟାରିଂ ଏବଂ କ୍ରେଡିଟ୍ ଟ୍ରାନ୍ସଫର ସହିତ ଏକାଧିକ ପ୍ରବେଶ ଏବଂ ପ୍ରସ୍ଥାନ ବିକଳ୍ପ ଉପରେ ଆଲୋଚନା କରାଯାଇଥିଲା । ଅନ୍ତର୍ଜାତୀୟକରଣ ପ୍ରୟାସ ଏବଂ ସହଯୋଗ; ଗବେଷଣା, ଉଦ୍ଭାବନ, ପ୍ରଭାବଶାଳୀ ଛାତ୍ରଛାତ୍ରୀ ଚୟନ ପ୍ରକ୍ରିୟା ଏବଂ ଜାତୀୟ ଶିକ୍ଷା ନୀତିର ବିଭିନ୍ନ ଦିଗ ମାନ୍ୟବର ରାଷ୍ଟ୍ରପତିଙ୍କ ନିକଟରେ ଉପସ୍ଥାପନ କରାଯାଇଥିଲା ।

Tags: Dharmendrapradhaneducation
ShareTweetShareSend
Sanchar Live

Sanchar Live

Next Post
ଗ୍ରୀଷ୍ମ ଆରମ୍ଭରେ ଜମ୍ମୁ କାଶ୍ମୀରରେ ପୁଣି ଫେରିଲା ଶୀତ

ଗ୍ରୀଷ୍ମ ଆରମ୍ଭରେ ଜମ୍ମୁ କାଶ୍ମୀରରେ ପୁଣି ଫେରିଲା ଶୀତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ
  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.