Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବିଜୁଙ୍କ ସ୍ବପ୍ନ ସାକାର କରିବା ପାଇଁ ସରକାର ପଛଘୁଞ୍ଚା ଦେବେନାହିଁ : ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
March 5, 2025
in ଓଡିଶା
0
ବିଜୁଙ୍କ ସ୍ବପ୍ନ ସାକାର କରିବା ପାଇଁ ସରକାର ପଛଘୁଞ୍ଚା ଦେବେନାହିଁ : ମୁଖ୍ୟମନ୍ତ୍ରୀ
0
SHARES
18
VIEWS
FacebookTwitter

ଭୁବନେଶ୍ୱର : ବିଜୁ ବାବୁ ଓଡ଼ିଶାର ବରପୁତ୍ର ।  ଆଧୁନିକ ଓଡ଼ିଶାର ନିର୍ମାତା ।  ଓଡ଼ିଶାକୁ ପୁନର୍ଗଠନ କରିବା ସହ ଶିଳ୍ପ କ୍ଷେତ୍ରକୁ ଅଗ୍ରାଧିକାର ଦେଇ ଆଗକୁ ନେଇଥିଲେ ।  ଓଡ଼ିଶା ପ୍ରତି ତାଙ୍କ ଅବଦାନ ଅତୁଳନୀୟ ।  ବିଜୁ ବାବୁ ଯେଉଁ ଆଧୁନିକ ଓଡ଼ିଶାର ସ୍ବପ୍ନ ଦେଖିଥିଲେ, ତାଙ୍କ ସ୍ବପ୍ନକୁ ସାକାର କରିବା ପାଇଁ ସରକାର ପଛାଇବେ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ଏହାସହ ବିଧାନସଭା ପରିସରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।  ମୁଖ୍ୟମନ୍ତ୍ରୀଙ୍କ ସହ ଉପମୁଖ୍ୟମନ୍ତ୍ରୀ, ବିଜେପି କର୍ମୀ ଏବଂ ନେତା ଉପସ୍ଥିତ ରହି ବିଜୁବାବୁଙ୍କ ସ୍ମୃତିଚାରଣ କରିଛନ୍ତି ।  ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ ।  ଓଡିଆଙ୍କ ଗର୍ବ ଏବଂ ଗୌରବ। ନୂଆ ଓଡ଼ିଶା ଗଠନ କରିବାରେ ତାଙ୍କର ଥିଲା ପ୍ରମୁଖ ଭୂମିକା ।

ସାହସୀ ଓ ନିର୍ଭିକ ବ୍ୟକ୍ତିତ୍ବ ଭାବେ ପ୍ରତିଟି ଓଡ଼ିଆଙ୍କ ମନରେ ସେ ରହିଛନ୍ତି ।  ବିଜୁ ବାବୁ ଥିଲେ ଏକ ଅଦ୍ୱିତୀୟ ବ୍ୟକ୍ତିତ୍ୱ, ଏକ ମହାନ ଜନନାୟକ। ଏହି ଅବସରରେ ସାରା ରାଜ୍ୟରେ ପାଳନ ହେଉଛି ବିଜୁ ଜୟନ୍ତୀ । ଭୁବନେଶ୍ବର ଫରେଷ୍ଟପାର୍କରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରି ସ୍ମୃତିଚାରଣ କରିଛନ୍ତି ନବୀନ ପଟ୍ଟନାୟକ ।

Tags: bijubabumohanmajhi
ShareTweetShareSend
Sanchar Live

Sanchar Live

Next Post
ସର୍ତ୍ତ ଆଧାରରେ କେନ୍ଦ୍ରାପଡ଼ା ଯାଇପାରିବେ ସାରଥୀ

ସର୍ତ୍ତ ଆଧାରରେ କେନ୍ଦ୍ରାପଡ଼ା ଯାଇପାରିବେ ସାରଥୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.