Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ମେଷରୁ ମୀନ ରାଶି ପର୍ଯ୍ୟନ୍ତ ଲୋକଙ୍କର ଆଜି କେମିତି କଟିବ ଦିନ

Sanchar Live by Sanchar Live
March 6, 2025
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି ଦିନଟି କାହା ପାଇଁ କେମିତି ?
0
SHARES
92
VIEWS
FacebookTwitter

ମେଷ : ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁଦଉଡ଼ କରିବାକୁ ପଡ଼ିପାରେ । ସକାଳୁ ଦେଖା କରିବାକୁ କହିଥିବା ବ୍ୟକ୍ତିଟି ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ବନ୍ଧୁଙ୍କ ନିର୍ଭରଯୋଗ୍ୟ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ ।

ବୃଷ : ଜଣେ ବନ୍ଧୁ ଆସି ବହୁତ କିଛି କହିବେ, ମାତ୍ର ଫେରିବା ବେଳକୁ ମନଦୁଃଖ କରି ଯିବେ । କଠିନ ଶ୍ରମ କିମ୍ବା ବିଶେଷ ଭ୍ରମଣ କାରଣରୁ କ୍ଲାନ୍ତି ଅନୁଭବ ହୋଇପାରେ । ଆନୁଷ୍ଠାନିକ କାମକୁ ଆଖି ଆଗରେ ରଖି ଘରକୁ ସଜାଡ଼ିବାରେ ସମୟ ନେଇପାରନ୍ତି । ଶତ୍ରୁତା ଲାଗି ରହିଥିବା ବ୍ୟକ୍ତିମାନଙ୍କ ପ୍ରତି ନଜର ରଖି କାମ କରିବା ଭଲ ହେବ ।

ମିଥୁନ : ପରିବାରରେ ମତଭେଦ ଘଟି କୌଣସି ବ୍ୟକ୍ତିଙ୍କ ମନରେ ସରସତା ଆଗଭଳି ରହିବ ନାହିଁ । ମାଲିମକଦ୍ଦମାରେ, ବ୍ୟବସାୟରେ, ବିବାଦୀୟ ଘଟଣାରେ ସ୍ଥିତି ଅନୁକୂଳ ହୋଇପାରେ । ବନ୍ଧୁଙ୍କ ସବୁ କଥାକୁ ହାଲୁକା ଭାବେ ନେଲେ କ୍ଷତିରେ ପଡ଼ିବେ । ବାଣିଜ୍ୟ, ପରିବହନରେ ସମସ୍ୟା ଦେଖାଦେଇପାରେ ।

କର୍କଟ : କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଆଦେଶାନୁସାରେ ଦୂରକୁ ଯିବାକୁ ପଡ଼ିପାରେ । ବନ୍ଧୁଙ୍କୁ କୌଣସି ଗୋପନ କଥା କହିବାକୁ ଇଚ୍ଛା ଥିଲେ ମଧ୍ୟ ସଙ୍କୋଚବଶତଃ ପ୍ରକାଶ କରିପାରିବେ ନାହିଁ । ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ଅଶାନ୍ତ ରହିପାରନ୍ତି । ଆର୍ଥିକ ଅନଟନ ଲାଗି ରହିବା କାରଣରୁ ବିଚଳିତବୋଧ କରିପାରନ୍ତି ।

ସିଂହ : କାର୍ଯ୍ୟବ୍ୟସ୍ତତା ମଧ୍ୟରେ ଆଜିର ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । ସଭାସମିତିରେ ମନକୁ ନ ପାଇଲେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ନିଜ ପରିସରର ବ୍ୟକ୍ତିମାନଙ୍କ ସାହାଯ୍ୟକ୍ରମେ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ । ନିଜ ଲୋକଙ୍କ ଦ୍ୱାରା ସମାଲୋଚିତ ହୋଇପାରନ୍ତି ।

କନ୍ୟା : ସମସ୍ୟାର ସମାଧାନ କରି ଆଶ୍ୱସ୍ତି ଅନୁଭବ କରିବେ । ଗୃହକୁ ସୌଖୀନ ପଦାର୍ଥ ଆଣିବେ। ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ । ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ, ମାତ୍ର ଆଶାନୁରୂପ ସାହାଯ୍ୟ ମିଳିବନି । କେତେକ ସମସ୍ୟା ସୁଧାରିବା ସକାଶେ କଠୋର ପଦକ୍ଷେପ ଗ୍ରହଣ କରିପାରନ୍ତି ।

ତୁଳା : ପାରିବାରିକ ସ୍ତରରେ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ, ମାତ୍ର ଉପସ୍ଥିତ ବୁଦ୍ଧି ପ୍ରୟୋଗ କରି କାମ ହାତେଇବେ । ସଭାସମିତିରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ । ବିଶିଷ୍ଟବ୍ୟକ୍ତିଙ୍କ ସାହାଯ୍ୟରୁ ସମସ୍ୟା ସମାଧାନ ହେବ ।

ବିଛା : ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ଭଲ ରହି ନ ପାରେ । ମୂଲ୍ୟବାନ ଜିନିଷ କ୍ରୟ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିବ । ସକାଶେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ । ଆନୁଷ୍ଠାନିକ କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଆଦର, ଗୌରବ ପାଇପାରିବେ ନାହିଁ ।

ଧନୁ : ପ୍ରତ୍ୟେକ କାମରେ କିଛିନା କିଛି ସମସ୍ୟା ଲାଗି ରହୁଥିବାରୁ ମନ ଭଲ ରହିବ ନାହିଁ । ଆଗାମୀ ଆନୁଷ୍ଠାନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବାକୁ ମନସ୍ଥ କରିପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି । କଳା, ସାହିତ୍ୟ, ସଙ୍ଗୀତରେ ଉନ୍ନତି କରିବେ ।

ମକର : ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସ୍ତରରେ ଅସ୍ଥିରତା ଅନୁଭବ କରିବେ । ପ୍ରତିକୂଳ ସମୟ ଚାଲିଥିବାରୁ ଅବହେଳିତ ହୋଇ ରହିଯାଇଥିବା କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି । କଳା, ସାହିତ୍ୟ, ସାମ୍ବାଦିକତାରେ ଅଗ୍ରଗତି ଘଟିବ । ପଡ଼ୋଶୀମାନେ ସାହାଯ୍ୟ ସକାଶେ ଅନୁରୋଧ କରିପାରନ୍ତି ।

କୁମ୍ଭ : ଆଜି ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ସାଙ୍ଗକୁ ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ । ଜମିଜମା କାରବାର, ଗୃହ ନିର୍ମାଣ, ବାଣିଜ୍ୟ କ୍ଷେତ୍ର ଗତାନୁଗତିକ ରୀତିରେ ଗଡ଼ି ଚାଲିବ । ଆଲୋଚନା ପରିସରରେ ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ହୋଇପାରେ । କଠିନଶ୍ରମ ଓ ଭ୍ରମଣଜନିତ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି ।

ମୀନ : ସକାଳୁ ସାମାନ୍ୟ ବଚସାଜନିତ ମନ ଖରାପ ହୋଇଯିବ । କୌଣସି ବନ୍ଧୁଙ୍କ ସହାୟତାରେ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯାଇପାରେ । ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ପରୋକ୍ଷ ଶତ୍ରୁତା ହେତୁ କାମ ଶୃଙ୍ଖଳିତ ହେବାର ଆଶା କ୍ରମଶଃ ମଉଳିଯିବାର ସୂଚନା ରହିଛି ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜି ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

ଆଜି ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.