Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

Sanchar Live by Sanchar Live
March 6, 2025
in ଓଡିଶା
0
ଆଜି ମିଳିବ ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା
0
SHARES
77
VIEWS
FacebookTwitter

ଭୁବନେଶ୍ୱର : ଆଜି ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ସହାୟତା ରାଶି ପ୍ରଦାନ କରାଯିବ । ପଞ୍ଚମ ପର୍ଯ୍ୟାରେ ୨ ଲକ୍ଷ ୩୦ ହଜାରରରୁ ଅଧିକ ନୂଆ ହିତାଧିକାରୀଙ୍କୁ ସହାୟତା ରାଶି ମିଳିବ । ଏଥିସହ ଆଜି ସୁଦ୍ଧା ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ପାର କରିବ । ଆସନ୍ତା ୮ ତାରିଖରେ ସୁଭଦ୍ରାର ଦ୍ବିତୀୟ କିସ୍ତି ସହାୟତା ରାଶି ଦିଆଯିବ । ସୁଭଦ୍ରାରୁ ବଞ୍ଚିତ ହିତାଧିକାରୀଙ୍କୁ ଖୋଜିବାକୁ ହେବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବେ ସରକାର । ଘରକୁ ଘର ଯାଇ ସର୍ଭେ କରିବେ ଅଧିକାରୀ । ସୁଭଦ୍ରାରେ ହିତାଧିକାରୀଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ପ୍ରଦାନ କରାଯାଉଛି ।

ଗତ ଫେବ୍ରୁଆରୀ ୮ ତାରିଖରେ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିଥିଲା । ୧୮ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଟଙ୍କା ପଠାଇଥିଲେ ରାଜ୍ୟ ସରକାର । ଏହାକୁ ମିଶାଇ ଗତ ୭ ମାସରେ ୯୮ ଲକ୍ଷରୁ ଅଧିକ ମହିଳା ହିତାଧିକାରୀ ଉପକୃତ ହୋଇସାରିଛନ୍ତି । ଏହାସହ ରାଜ୍ୟବ୍ୟାପି ୯୮ ଲକ୍ଷ ୩୦ ହଜାର ୯୩୪ ଜଣ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇଛି ।

 

Tags: odishasubhadra yojana
ShareTweetShareSend
Sanchar Live

Sanchar Live

Next Post
ଆଜି ସରିବ ମାଟ୍ରିକ ପରୀକ୍ଷା

ଆଜି ସରିବ ମାଟ୍ରିକ ପରୀକ୍ଷା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.