Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଗୃହ ପ୍ରବେଶ

Sanchar Live by Sanchar Live
March 6, 2025
in Uncategorized
0
ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଗୃହ ପ୍ରବେଶ
0
SHARES
57
VIEWS
FacebookTwitter

ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଗୃହ ପ୍ରବେଶ । ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ । ଭୁବନେଶ୍ବର ଏଜି ଅଫିସରୁ ରାଜଭବନ ରାସ୍ତାରେ ଥିବା ବାସଭବନରେ ପୂଜାର୍ଚ୍ଚନା ପରେ ମୁଖ୍ୟମନ୍ତ୍ରୀ ଗୃହ ପ୍ରବେଶ କରିଛନ୍ତି । ପୁରୀରୁ ୧୧ ଜଣ ବ୍ରାହ୍ମଣ ଆସି ଏହି ପୂଜା କରିଥିବା ଜଣାପଡ଼ିଛି । ପ୍ରଥମେ ୨ଟି ଗାଈଙ୍କୁ ପୂଜା କରି ସେମାନଙ୍କୁୂ ଗୃହରେ ପ୍ରବେଶ କରାଯାଇଥିଲା ।  ଏହାପରେ ମୁଖ୍ୟମନ୍ତ୍ରୀ ସପରିବାର ସହିତ ଘରେ ପ୍ରବେଶ କରିଛନ୍ତି ।

ଗୃହ ପ୍ରବେଶ ସମୟ ୧୦ଟା ୪୭ ମିନିଟ୍ ଥିଲା । ୨ ମହଲା ବିଶିଷ୍ଟ ମୁଖ୍ୟମନ୍ତ୍ରୀଙ୍କ କ୍ୱାଟର୍ସରେ ଏକାଧିକ ସମ୍ମିଳନୀ କକ୍ଷ ସାଙ୍ଗକୁ ୱାଚ ଟାୱାର ରହିଛି । ଘର ଆଗରେ ବଡ଼ ବଗିଚା ରହିଛି  । ୮ ମାସ ଧରି ମୁଖ୍ୟମନ୍ତ୍ରୀ କ୍ୱାଟର୍ସର ମରାମତି ଚାଲିଥିଲା । ଦୀର୍ଘ ୨୬ ବର୍ଷ ହେବ କ୍ୱାଟର୍ସରେ ଅବ୍ୟବହୃତ ହୋଇ ପଡ଼ି ରହିଥିଲା ।  ତେବେ ପୂର୍ବରୁ ଗାନ୍ଧୀମାର୍ଗ କ୍ବାର୍ଟର୍ସରେ ରହୁଥିଲେ ମୁଖ୍ୟମନ୍ତ୍ରୀ ।

Tags: housemohan majhi
ShareTweetShareSend
Sanchar Live

Sanchar Live

Next Post
ଲଣ୍ଡନରେ ଭାରତୀୟ ପତାକାକୁ ଚିରିଲେ ଖଲିସ୍ତାନୀ ସମର୍ଥକ

ଲଣ୍ଡନରେ ଭାରତୀୟ ପତାକାକୁ ଚିରିଲେ ଖଲିସ୍ତାନୀ ସମର୍ଥକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.