Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା

Sanchar Live by Sanchar Live
March 6, 2025
in ଓଡିଶା
0
ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା
0
SHARES
102
VIEWS
FacebookTwitter

ହିତାଧିକାରୀଙ୍କ ପାଇଁ ଖୁସି ଖବର । ଆକାଉଣ୍ଟକୁ ଆସିଲା ସୁଭଦ୍ରା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା। ପାଖାପାଖି ୨ ଲକ୍ଷ ୩୦ ହଜାରରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଥିବା ନେଇ ପ୍ରାଥମିକ ଭାବରେ ସୂଚନା ମିଳିଛି । ଦିନ ୧୨.୩୦ରେ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି । ଏହାସହ ଆଉ ଦିନକ ପରେ ପୁଣି ଥରେ ସୁଭଦ୍ରା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିର ଟଙ୍କା ମିଳିବ ।

ସେପଟେ, ଏହିମାସ ୩୧ରେ ଆବେଦନ ଗ୍ରହଣ ବନ୍ଦ କରି ସୁଭଦ୍ରାରୁ ବଞ୍ଚିତ ହୋଇଥିବା ମହିଳାଙ୍କୁ ଖୋଜିବାକୁ ସର୍ଭେ କରିବେ ରାଜ୍ୟ ସରକାର । ସୂଚନା ଅନୁସାରେ, ଡୋର୍ ଟୁ ଡୋର୍ ବୁଲି ହିତାଧିକାରୀଙ୍କ ସର୍ଭେ କରାଯିବାର ବ୍ୟବସ୍ଥା ହୋଇଛି । ପୂର୍ବ ସୂଚନା ଅନୁସାରେ, ପଞ୍ଚମ ପର୍ଯ୍ୟାୟ ପରେ ବି ରାକ୍ଷୀ ପୂର୍ଣ୍ଣିମାରେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକା ବେଳେ ୩ଟି କିସ୍ତିର ଟଙ୍କା ଅର୍ଥାତ୍‌ ୧୫ ହଜାର ଟଙ୍କା ।

ସୁଭଦ୍ରାରୁ ମହିଳାଙ୍କୁ ନିଜ ସହ ଯୋଡି ହୋଇ ରଖିବାକୁ ଅନ୍ତର୍ଜାତୀୟ ମହିଳା ଦିବସରେ ବଡ଼ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ସରକାର । ୮ ତାରିଖ ଯାଏଁ ପଞ୍ଚାୟତ ସ୍ତରରେ ଚାଲିବ କାର୍ଯ୍ୟକ୍ରମ ।

Tags: odishaSubhadrayojana
ShareTweetShareSend
Sanchar Live

Sanchar Live

Next Post
ଆଜିର ରାଶିଫଳ, କିପରି କଟିବ ଆଜି ଆପଣଙ୍କ ଦିନ

ଆଜିର ରାଶିଫଳ, କିପରି କଟିବ ଆଜି ଆପଣଙ୍କ ଦିନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.