Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଆକାଉଣ୍ଟକୁ ଆସିବ ସୁଭଦ୍ରାର ଦ୍ବିତୀୟ କିସ୍ତି

Sanchar Live by Sanchar Live
March 8, 2025
in ଓଡିଶା
0
ଆଜି ଆକାଉଣ୍ଟକୁ ଆସିବ ସୁଭଦ୍ରାର ଦ୍ବିତୀୟ କିସ୍ତି
0
SHARES
49
VIEWS
FacebookTwitter

ସୁଭଦ୍ରା ହିତାଧିକାରୀଙ୍କ ପାଇଁ ଖୁସି ଖବର । ଆଜି ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ବ୍ୟାଙ୍କ୍ ଖାତାକୁ ଆସିବ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା । କୋଟିଏରୁ ଅଧିକ ମହିଳାଙ୍କୁ ମିଳିବ ସୁଭଦ୍ରା ଦ୍ବିତୀୟ କିସ୍ତି ସହାୟତା ରାଶି । ବ୍ରହ୍ମପୁର ଆମ୍ବପୁଆ ବିବେକ ବିହାର ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ସୁଭଦ୍ରା ଦ୍ୱିତୀୟ କିସ୍ତିର ଅର୍ଥ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାର୍ଯ୍ୟକ୍ରମରେ ସାମିଲ ହେବେ ପ୍ରାୟ ୨୫ ହଜାର ମହିଳା । ଏଥିରେ ମନ୍ତ୍ରୀ, ସାଂସଦ, ବିଧାୟକ ପ୍ରମୁଖ ଯୋଗ ଦେବେ ।

ଏହାପୂର୍ବରୁ ଗୁରୁବାର ଦିନ ସୁଭଦ୍ରା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟରେ ୨ ଲକ୍ଷ ୩୦ ହଜାରରୁ ଅଧିକ ମହିଳାଙ୍କୁ ସହାୟତା ରାଶି ଦିଆଯାଇଛି। ଏହାକୁ ମିଶାଇ କୋଟିଏ ଟପିଛି ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା । ସୁଭଦ୍ରାରୁ ବଞ୍ଚିତ ହିତାଧିକାରୀଙ୍କୁ ଖୋଜିବାକୁ ହେବ ଡୋର ଟୁ ଡୋର ସର୍ଭେ । ମାର୍ଚ୍ଚ ୩୧ରେ ଆବେଦନ ପ୍ରକ୍ରିୟାକୁ ବନ୍ଦ କରି ସର୍ଭେ କରିବେ ସରକାର । ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୫ ହଜାର ଲେଖାଏ ୧୦ ହଜାର ଟଙ୍କା ପ୍ରଦାନ କରାଯାଉଛି । ସୁଭଦ୍ରା ଏକ ନିରନ୍ତର ଯୋଜନା ଯେଉଁମାନେ ୬୦ ବର୍ଷ ଛୁଇଁବେ ସେମାନେ ବାଦ ପଡିବେ । ତଥ୍ୟ ଭତ୍ତା ପାଇଁ ସାମାଜିକ ସୁରକ୍ଷା ବିଭାଗକୁ ପଠାଯିବ ।

ସେହିପରି ୨୧ ବର୍ଷ ଛୁଇଁଲେ ଆବେଦନ କରିପାରିବେ । ଗତବର୍ଷ ଅକ୍ଟୋବର ୧୭ ତାରିଖରେ ଭୁବନେଶ୍ୱର ଜନତା ମୈଦାନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପରେ ବାରିପଦା ଓ ସୁନ୍ଦରଗଡରେ ଏହାର ଦ୍ୱିତୀୟ ପର୍ଯ୍ୟାୟ ଓ ତୃତୀୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରାଯାଇଥିଲା ।

Tags: odishaSubhadrayojana
ShareTweetShareSend
Sanchar Live

Sanchar Live

Next Post
ସରିଲା ଅନୁଭବ ଓ ଜାଗୃତିଙ୍କ ନିର୍ବଦ୍ଧ, ଆସନ୍ତା ୧୧ ରେ ହତଗଣ୍ଠି ପଡ଼ିବା ନେଇ ଚର୍ଚ୍ଚା…..

ସରିଲା ଅନୁଭବ ଓ ଜାଗୃତିଙ୍କ ନିର୍ବଦ୍ଧ, ଆସନ୍ତା ୧୧ ରେ ହତଗଣ୍ଠି ପଡ଼ିବା ନେଇ ଚର୍ଚ୍ଚା…..

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.