Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ସପ୍ତାହର ଶେଷ ଦିନ ଆପଣଙ୍କ ପାଇଁ କେମିତି?

Sanchar Live by Sanchar Live
March 9, 2025
in ଜୀବନ ଶୈଳୀ
0
ଆଜିର ରାଶିଫଳ, କିପରି କଟିବ ଆଜି ଆପଣଙ୍କ ଦିନ
0
SHARES
64
VIEWS
FacebookTwitter

ମେଷ : କର୍ମକ୍ଷେତ୍ରରେ ଯାହା କରିବେ ଭଲ ରୂପେ ଭାବି ଚିନ୍ତି କରିବା ଠିକ୍‌ ହେବ । ଅଧିକାଂଶ ସମୟ ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସମ୍ପନ୍ନ ହେବା କଷ୍ଟକର ହୋଇପାରେ । ସଭାସମିତିରେ ସତ୍ୟ କଥା ପ୍ରକାଶ କରି ମଧ୍ୟ ନିନ୍ଦିତ ହୋଇପାରନ୍ତି । କୌଣସି କାମରେ ମଧ୍ୟସ୍ଥତା କଲେ ଅପମାନିତ ହେବାକୁ ପଡ଼ିବ ।

ବୃଷ : ଆଜିର ସଭାସମିତିରେ ଟିକିଏ ଟିକିଏ କଥାରୁ କଳହ ଲାଗିପାରେ । କର୍ମକ୍ଷେତ୍ରର କିଛି ସମସ୍ୟାକୁ କେନ୍ଦ୍ରକରି ନିଜ ଲୋକମାନେ ବିରୁଦ୍ଧାଚରଣ କରିବେ । ମନ ବୁଝିଲା ଭଳି କଥା କହି ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିମାନଙ୍କୁ ଆପଣେଇ ନେବେ । ବ୍ୟବସାୟ, ବାଣିଜ୍ୟ, ପରିବହନ, ନିର୍ମାଣ, ଆନୁଷ୍ଠାନିକ କାମ କ୍ଷେତ୍ରରୁ କୃତ୍ତିକା ନକ୍ଷେତ୍ର ଉପକୃତ ହେବେ ।

ମିଥୁନ : କର୍ମକ୍ଷେତ୍ରରେ ଟେନସନ୍‌ ଲାଗିରହିବା କାରଣରୁ ମନରେ ଅସ୍ଥିରତା ସୃଷ୍ଟିହେବ । ଈର୍ଷାପରାୟଣ ବନ୍ଧୁମାନଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ବ୍ୟବସାୟ, ନିର୍ମାଣ ଆନୁଷ୍ଠାନିକ କାମ, ସଭା ସମିତିରୁ ପ୍ରଶଂସିତ ହେବେ । ଅଭିଳଷିତ ଜିନିଷ ପାଇ ଖୁସି ରହିବେ ।

କର୍କଟ : ସକାଳୁ ସକାଳୁ ପାରିବାରିକ ସମସ୍ୟା ମନକୁ ବିଚଳିତ କରିବ । କେତେକ କ୍ଷେତ୍ରରେ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ । କଳା, ସାହିତ୍ୟ ଓ ସାମ୍ବାଦିକତାରେ ସୁନାମ ଅର୍ଜନ କରିବେ । ସାମୟିକ ସ୍ବାସ୍ଥ୍ୟହାନି କାରଣରୁ ନିଜକୁ ନିରୁତ୍ସାହିତ ମନେକରିବେ ।

ସିଂହ : କର୍ମକ୍ଷେତ୍ରରେ ସମସ୍ୟା ସମାଧାନର ରାସ୍ତା ବନ୍ଧୁଙ୍କ ସାହାଯ୍ୟରୁ ଖୋଜି ପାଇବେ । ପରିସ୍ଥିତି ଯାହା ହେଉନା କାହିଁକି ଆପଣ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପରିବାରର ଆବଶ୍ୟକତା ପୂରଣ ସକାଶେ ଧାର କରଜ କରି କାମ ଚଳାଇ ନେବେ । ଦାବି ମୁତାବକ ନୂତନ ଗୃହୋପକରଣ ଦ୍ରବ୍ୟ କ୍ରୟ କରିବା ସକଶେ ବାଧ୍ୟ ହେବେ ।

କନ୍ୟା : କର୍ମକ୍ଷେତ୍ରରେ ନୂତନ ପଦକ୍ଷେପ ନେବା ପୂର୍ବରୁ ଭଲଭାବରେ ଚିନ୍ତା କରନ୍ତୁ । ମତାନ୍ତର କାରଣରୁ ପାରିବାରିକ, ରାଜନୀତି, ସଂଗଠନ ଓ ସଭାସମିତିରେ ସଫଳତା ହାସଲ କରିବେ । ପଡ଼ୋଶୀଙ୍କୁ ସାହାଯ୍ୟ କରିବା ସକାଶେ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡିପାରେ । ବ୍ୟବସାୟ ଓ ପରିବହନରେ ବିଶେଷ ଲାଭବାନ୍‌ ହେବେ ।

ତୁଳା : ବନ୍ଧୁଙ୍କ ପରାମର୍ଶକ୍ରମେ ପାରିବାରିକ ସ୍ଥିତିରେ କିଛିଟା ଉନ୍ନତି ପରିଲକ୍ଷିତ ହୋଇପାରେ । ଭୁଲ୍‌ ବୁଝାମଣା ଯୋଗୁ କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି ।କର୍ମକ୍ଷେତ୍ରରେ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଶୀଘ୍ର ଶେଷ କରିବାକୁ ଚାହୁଁଥିଲେ ମଧ୍ୟ ଭାବୁଥିବା କାମଟିକୁ ଶେଷ କରିପାରିବେନି । ବେପାର ଓ ପରିବହନରେ ସମସ୍ୟା ଲାଗି ରହିବା ଯୋଗୁ ବ୍ୟସ୍ତ ରହିବେ ।

ବିଛା : ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କାର୍ଯ୍ୟ ହାସଲ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ, ସଭା ସମିତିରେ, କଚେରି ମାମଲାରେ ତଥା ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି କରିବାକୁ ପଡିପାରେ । ଘର ସାଜସଜ୍ଜା, ମୂଲ୍ୟବାନ ଜିନିଷ କିଣିବା, ଯାନବାହନ ମରାମତି ଦିଗରେ ସମୟ ଅତିବାହିତ ହେବ ।

ଧନୁ : କର୍ମକ୍ଷେତ୍ରରେ ଯେତେ କାମ କଲେ ମଧ୍ୟ ପ୍ରତିବନ୍ଧକ ଯୋଗୁ ଅଗ୍ରଗତି ହେବ ନାହିଁ । ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ । ବନ୍ଧୁଙ୍କ ସହ ସମ୍ପର୍କରେ ଉନ୍ନତି ଯୋଗୁ ଖୁସି ରହିପାରନ୍ତି । ସମସ୍ୟା ସମାଧାନରେ ରାସ୍ତା ଖୋଜିବାରେ ସମର୍ଥ ହେବେ । ଆତ୍ମୀୟଙ୍କ ପରାମର୍ଶକ୍ରମେ ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି ।

ମକର : ଆଜି ଯେତିକି ପାଇବେ ସେତିକିରେ ସନ୍ତୁଷ୍ଟ ରହିବା ଭଲ । ଅଧିକ ଆଶା କଲେ କିଛି ଲାଭ ହେବନି । ନୂତନ କର୍ମସଂସ୍ଥାନ ପାଇଁ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ କାମ କଲେ ସଫଳତା ପାଇବେ । ବ୍ୟବସାୟରେ ଭଲ ଲାଭହେବ । ସ୍ବାସ୍ଥ୍ୟ ସମସ୍ୟାଜନିତ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ ।

କୁମ୍ଭ : ଆଜି ଯାତ୍ରା, ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ଓ ସଭା ସମିତି ପ୍ରତ୍ୟେକ କ୍ଷେତ୍ରରେ ସଫଳତା ନିଶ୍ଚିତ ମିଳିବ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍‌ ବୁଝିବା ସାଙ୍ଗକୁ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି । କଳା, ସାହିତ୍ୟ, ପ୍ରକାଶନ ଓ ପ୍ରଶାସନିକ ସ୍ତରରେ ସମସ୍ୟାର ସରଳ ସମାଧାନ ହେବେ । ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେଇ କାମ କରିବା ଭଲ ହେବ ।

ମୀନ : ପୂର୍ବ ଯୋଜନା ଅନୁଯାୟୀ କର୍ମରେ ପ୍ରବୃତ୍ତ ହୋଇ ସଫଳତା ହାସଲ କରିବେ । ପାଖରେ ନ ଥିବା ଜିନିଷଟି ପାଇଁ ବନ୍ଧୁଙ୍କ ସହ ତର୍କ ଓ ବିବାଦ ବଢ଼ିବାର ସମ୍ଭାବନା ରହିଛି । ପାରିବାରିିକ କ୍ଷେତ୍ର ବୁଝାମଣା ଭିତ୍ତିରେ ଶୃଙ୍ଖଳିତ ରହିବ । ଈର୍ଷାପରାୟଣ ହୋଇ ନିଜର

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଆଜି ଭାରତକୁ ଭେଟିବ ନ୍ୟୁଜିଲାଣ୍ଡ

ଆଜି ସୁପର ସଣ୍ଡେରେ ସୁପର ଫାଇଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.