Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଅସୁସ୍ଥ

Sanchar Live by Sanchar Live
March 9, 2025
in ଭାରତ
0
ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଅସୁସ୍ଥ
0
SHARES
9
VIEWS
FacebookTwitter

ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଅସୁସ୍ଥ ହୋଇଛନ୍ତି । ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ଛାତିରେ ଯନ୍ତ୍ରଣା ଓ ନିଶ୍ବାସ ପ୍ରଶ୍ବାସ ନେବାରେ ଅସୁବିଧା ହେବାରୁ ତାଙ୍କୁ ଦିଲ୍ଲୀ ଏମ୍ସର କ୍ରିଟିକାଲ କେୟାର ୟୁନିଟରେ ଭର୍ତ୍ତି କରାଯାଏ । ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଥିବା ସୂଚନା ମିଳିଛି । ଉପରାଷ୍ଟ୍ରପତିଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।

ହସ୍ତଗତ ହୋଇଥିବା ସୂଚନା ଅନୁସାରେ, ଗତକାଲି (ଶନିବାର) ବିଳମ୍ବିତ ରାତିରେ ୭୩ ବର୍ଷୀୟ ଉପରାଷ୍ଟ୍ରପତି ଜଗଦୀପ ଧନଖଡ ଛାତିରେ ଅସହ୍ୟ ଯନ୍ତ୍ରଣା ଅନୁଭବ କରିଥିଲେ । ନିଶ୍ବାସ ପ୍ରଶ୍ବାସ ନେବାରେ ସମସ୍ୟା ହୋଇଥିଲା । ଏହାପରେ ତାଙ୍କୁ ତୁରନ୍ତ ଦିଲ୍ଲୀ ଏମ୍ସ ନିଆଯାଇଥିଲା । ସେଠାରେ କାର୍ଡିଓଲୋଜି ବିଭାଗର ଡାକ୍ତର ରାଜୀବ ନାରଙ୍ଗଙ୍କ ନିରୀକ୍ଷଣରେ ତାଙ୍କୁ କ୍ରିଟିକାଲ କେୟାର ୟୁନିଟ୍ (ସିସିୟୁ)ରେ ଭର୍ତ୍ତି କରାଯାଇଛି । ଏକ ଡାକ୍ତରୀ ଟିମ୍ ଧନଖଡଙ୍କ ସ୍ବାସ୍ଥ୍ୟବସ୍ଥା ଉପରେ ନଜର ରଖିଛନ୍ତି । ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ମିଳିଛି ।

Tags: Jagdeerdhankharsick
ShareTweetShareSend
Sanchar Live

Sanchar Live

Next Post
ଦିଲ୍ଲୀ ଦଳାଚକଟାରେ ମୃତ୍ୟୁ ଘଟଣା : ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.