Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗ; ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
March 9, 2025
in ଓଡିଶା
0
ଦିଲ୍ଲୀ ଦଳାଚକଟାରେ ମୃତ୍ୟୁ ଘଟଣା : ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

Oplus_131072

0
SHARES
19
VIEWS
FacebookTwitter

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ପରଲୋକରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି । ଟ୍ବିଟ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ମନ୍ତ୍ରୀ ଓ ବିଧାୟକ ଭାବେ ସେ ରାଜ୍ୟର ଓ ବାଲେଶ୍ଵର ଅଞ୍ଚଳର ବିକାଶ ପାଇଁ ନିଜର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖି ଯାଇଛନ୍ତି । ତାଙ୍କ ବିୟୋଗ ଯୋଗୁଁ ରାଜ୍ୟ ଜଣେ ଅମାୟିକ ଜନ ସେବକଙ୍କୁ ହରାଇଲା । ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି ।

ଆଜି ଭୋର ୩ଟା ୩୦ ମିନିଟରରେ ଭୁବନେଶ୍ବର ସ୍ଥିତ ବାସଭବନରେ ଅନନ୍ତ ଦାସଙ୍କ ନିଧନ ହୋଇଛି । ମୃତ୍ଯୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । ସେ ଦୀର୍ଘ ଦିନ ଧରି ବାର୍ଦ୍ଧକ୍ଯଜନିତ ରୋଗରେ ପିଡୀତ ହୋଇ ଭୁବନେଶ୍ବରର ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ ।

ଭୋଗରାଇ ବ୍ଲକ ବାଲିମ ପଞ୍ଚାୟତର କୁରୁଠିଆ ଗାଁରେ ୧୯୪୦ ମସିହା ଅଗଷ୍ଟ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ଭୋଗରାଇ ବିଧାନସଭା ଆସନରୁ ଲଗାତାର ଭାବେ ୪ଥର ବିଜେଡିରୁ ବିଧାୟକ ହୋଇଥିଲେ । ପାଠ ପଢା ଶେଷ ହେବା ପରେ ଭଦ୍ରକରେ ଏଡିଏମ୍ ଭାବରେ କାର୍ଯ୍ଯ କରି ଅବସର ଗ୍ରହଣ କରିବା ପରେ ରାଜନିତୀରେ ପ୍ରବେଶ କରିଥିଲେ । ୨୦୦୪ ମସିହାରେ ବିଜେଡି ଟିକେଟରେ ନିର୍ବାଚନ ଲଢି ବିଜୟ ଲାଭ କରିବା ପରେ ଲଗାତାର ୪ ଥର ବିଧାୟକ ହୋଇଥିଲେ ।

Tags: ananta dashmohanmajhiodisha
ShareTweetShareSend
Sanchar Live

Sanchar Live

Next Post
ପ୍ରଥମେ ବ୍ୟାଟିଂ କରିବ ନ୍ୟୁଜିଲାଣ୍ଡ

ପ୍ରଥମେ ବ୍ୟାଟିଂ କରିବ ନ୍ୟୁଜିଲାଣ୍ଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.