Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..

Sanchar Live by Sanchar Live
August 14, 2024
in ଜୀବନ ଶୈଳୀ
0
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..
0
SHARES
38
VIEWS
FacebookTwitter

ମେଷ: ବଡ଼ ପଦକ୍ଷେପ ନେବାରେ ନିବୃତ୍ତ ରହନ୍ତୁ। ପାଠପଢ଼ା ପ୍ରତି ଆପଣଙ୍କ ସନ୍ତାନର ଗମ୍ଭୀରତା ବଢ଼ିବ। କୌଣସି ପୁରୁଣା ବିବାଦ ସମ୍ମୁଖକୁ ଆସିପାରେ। ଆର୍ଥିକ ସ୍ଥିତି ସାମାନ୍ୟ ରହିବ।
‌
ବୃଷ: କୌଣସି କାମରେ ଭଲ ପ୍ରଦର୍ଶନ ଦେବା ଲାଗି କିଛି ନୂଆ କରିବେ। ପରିବାରରେ କୌଣସି ଧର୍ମକାର୍ଯ୍ୟ ଆୟୋଜନର ରୂପରେଖ ପ୍ରସ୍ତୁତ ହେବ। ସଠିକ୍ ଯୋଜନା ଦ୍ବାରା କ୍ୟାରିୟରରେ ପରିବର୍ତ୍ତନ ଆଣି ପାରନ୍ତି। ‌

ମିଥୁନ: କିଛି ଚିନ୍ତା ଆପଣଙ୍କ ଲାଗି ବାଧା ବନିପାରେ। ସ୍ବାସ୍ଥ୍ୟ ପ୍ରତି ସତର୍କ ରହନ୍ତୁ। ଆଳସ୍ୟ ସତ୍ତ୍ବେ ବି ଆପଣଙ୍କର କାମ ନିର୍ଦ୍ଧାରିତ ସମୟରେ ପୂରା ହୋଇଯିବ। ପରିବାର ଲୋକ ଘର କାମରେ ସାହାଯ୍ୟ କରିବେ। ‌

କର୍କଟ: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ। ବନ୍ଧୁ ସାହାଯ୍ୟରେ ଆପଣଙ୍କ କାମ ପୂରା ହୋଇଯିବ। ବ୍ୟବସାୟୀଙ୍କୁ ଯଥେଷ୍ଟ ଲାଭ ହେବ। ପ୍ରେମୀ ଯୁଗଳ ଜଣେ ଅନ୍ୟଜଣଙ୍କର ଭାବନା ଜାଣିବାକୁ ଚେଷ୍ଟା କରିବେ। ‌

ସିଂହ: ଆପଣଙ୍କର ଅଧିକତର ସମୟ ପିଲାମାନଙ୍କ ସହିତ ବିତିବ। ଦ୍ବିପ୍ରହର ସୁଦ୍ଧା ଆପଣ ଭଲ ଖବର ପାଇବେ। କିଛି ନୂଆ କାମ କରିବେ। ବିଜ୍ଞାନ କ୍ଷେତ୍ରରେ ଥିବା ଲୋକଙ୍କୁ ନୂଆ ସଂଧାନରେ ବଡ଼ ସଫଳତା ମିଳିବ।

‌କନ୍ୟା: କିଛି କାମ ଅଧୁରା ରହିପାରେ। ଗଣମାଧ୍ୟମ କ୍ଷେତ୍ରରେ ଥିବା ଲୋକଙ୍କୁ ଅଧିକ ଯାତୟାତ କରିବାକୁ ପଡ଼ିବ। କାମକୁ ଭଲ ଦିଶା ଦେବାକୁ ପ୍ରୟାସ କରିବେ। ଛାତ୍ରଛାତ୍ରୀଙ୍କୁ ଅଧିକ ପରିଶ୍ରମ କରିବାକୁ ହେବ। ‌

ତୁଳା: ଆପଣଙ୍କ ବ୍ୟକ୍ତିଗତ ସମସ୍ୟାର ସମାଧାନ ହେବ। ମନ୍ଦିରକୁ ଯାଇ ପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରନ୍ତୁ ଜୀବନରେ ସଫଳତା ମିଳିବ। ଘର ଓ ଅଫିସରେ ପରିବେଶ ପ୍ରସନ୍ନତାଦାୟକ ରହିବ।

ବିଛା: ଆପଣଙ୍କର ଧ୍ୟାନ ଧର୍ମକାର୍ଯ୍ୟ ଆଡ଼କୁ ରହିବ। କାର୍ଯ୍ୟକ୍ଷେତ୍ରରେ ପରିବାର ଲୋକଙ୍କ ସହଯୋଗ ପାଇବେ। ନୂଆ ଲୋକଙ୍କ ସହ ମିଶନ୍ତୁ ଆପଣଙ୍କୁ ଲାଭ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବୃଦ୍ଧି ହେବ।

ଧନୁ: ଅଧୁରା କାମ ପୂରା ହେବ। ଅଚାନକ ଧନଲାଭ ହେବ। ଖର୍ଚ୍ଚ କମ୍ କରିବାକୁ ଚେଷ୍ଟା କରନ୍ତୁ। ରଚନାତ୍ମକ କାମ ପାଇଁ ଭଲ ଦିନଟିଏ। କିଛି ଲୋକଙ୍କର ଧ୍ୟାନ ଆପଣଙ୍କ ଉପରେ ରହିବ।

ମକର: ନିଜକୁ ଶକ୍ତିଶାଳୀ ଅନୁଭବ କରିବେ। ଉନ୍ନତି ପାଇଁ କିଛି ଲାଭକାରୀ ବିଷୟ ସମ୍ମୁଖକୁ ଆସିବ। ରାଜନୀତିରେ ସଫଳତା ପାଇବେ। ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ ରହିବ।

‌କୁମ୍ଭ: ବ୍ୟବସାୟର ପ୍ରଗତି ଲାଗି ଦିନଟି ବହୁତ ଭଲ। ଧନଲାଭ ହୋଇପାରେ। ସମାଜରେ ମାନ ପ୍ରତିଷ୍ଠା ବୃଦ୍ଧି ହେବ। ଜୀବନସାଥୀ ସହ ବାହାରକୁ ବୁଲି ଯିବାର ଯୋଜନା କରିବେ। ଛାତ୍ରଛାତ୍ରୀ ପାଠପଢ଼ାରେ ମନୋଯୋଗ ଦିଅନ୍ତୁ।

ମୀନ: ପରିବାରରେ କୌଣସି ସଦସ୍ୟ ସହିତ ବିବାଦ ହୋଇପାରେ। ଜଣା ଅଜଣାରେ ଆପଣଙ୍କ ଦ୍ବାରା ଭୁଲ୍ ହୋଇପାରେ। ବ୍ୟବସାୟ ମାନ୍ଦା ଧରିବ। ଛାତ୍ରଛାତ୍ରୀଙ୍କୁ ପରୀକ୍ଷାରେ ଭଲ ପରିଣାମ ମିଳିବ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ପ୍ରକାଶ ପାଇଲା ରାଜ୍ୟସଭା ଉପ ନିର୍ବାଚନ ଲାଗି ବିଧିବଦ୍ଧ ବିଜ୍ଞପ୍ତି

ପ୍ରକାଶ ପାଇଲା ରାଜ୍ୟସଭା ଉପ ନିର୍ବାଚନ ଲାଗି ବିଧିବଦ୍ଧ ବିଜ୍ଞପ୍ତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର
  • ଦୁର୍ଗାପୂଜା ପାଇଁ ରାଜଧାନୀରେ ଆଜିଠୁ ଲାଗୁ ହେଲା ଟ୍ରାଫିକ୍ କଟକଣା
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.