Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ଚାମ୍ପିୟନ୍ସ ଟ୍ରଫିରେ କାହିଁକି ଧଳା କୋଟ୍ ପିନ୍ଧନ୍ତି ବିଜୟୀ ଟିମ୍?

Sanchar Live by Sanchar Live
March 10, 2025
in କ୍ରୀଡ଼ା
0
ଚାମ୍ପିୟନ୍ସ ଟ୍ରଫିରେ କାହିଁକି ଧଳା କୋଟ୍ ପିନ୍ଧନ୍ତି ବିଜୟୀ ଟିମ୍?
0
SHARES
62
VIEWS
FacebookTwitter

ନୂଆଦିଲ୍ଲୀ: ଦୁବାଇରେ ଦମ୍ ଦେଖାଇ ଚାମ୍ପିୟନ୍ସ ଟ୍ରଫିର ଚାମ୍ପିୟନ ଭାରତ ହେବା ପରେ ପଡିଆରେ ଦେଖିବାକୁ ମିଳିଥିଲା ଭିନ୍ନ ଭିନ୍ନ ଚିତ୍ର । ଖୁସିର ସୀମା ଡେଇଁଥିଲା, ଶୁଭେଚ୍ଛା ସାରା ବିଶ୍ବରୁ ଛୁଟୁଥିଲା ଆଉ ଟିମ୍ ଇଣ୍ଡିଆ ଖେଳାଳିଙ୍କ ଗୋଟି ଗୋଟି ଖୁସିର ମୁହୂର୍ତ୍ତ ଦେଖି ଆମ ଛାତି ଖୁସିରେ କୁଣ୍ଢେ ମୋଟ ହେଉଥିଲା । ବିଜୟୀ ଟିମ୍ ଧଳା କୋଟ୍ ପିନ୍ଧିବାର ନଜର ଆସିଥିଲେ । ଧଳା କୋଟ୍ ପିନ୍ଧି ସମସ୍ତେ ଫଟୋ ସେସନରେ ସାମିଲ ହୋଇଥିଲେ ଠିକ୍ ୨୦୨୩ରେ ଧୋନୀଙ୍କ ନେତୃତ୍ବରେ ଟିମ୍ ଇଣ୍ଡିଆ ଜିତିବା ପରେ ଧଳା କୋଟ୍ ପିନ୍ଧିବା ପରି । ସେହି ସମୟର ଫଟୋଟି ଏବେ ବି ଭାରତୀୟ ପ୍ରଶଂସକଙ୍କ ହୃଦୟ ଏବଂ ମନରେ ଜୀବିତ ଅଛି । ତେବେ ଅନେକଙ୍କ ମନରେ ପ୍ରଶ୍ନ କାହିଁକି ବିଜେତା ଟିମ୍ ଧଳା କୋର୍ଟ ପିନ୍ଧନ୍ତି ? ତେବେ ଆସନ୍ତୁ ଜାଣିବା ଏହା ପଛର କାରଣ…

କାହିଁକି ଧଳା କୋଟ୍ ପିନ୍ଧନ୍ତି ବିଜେତା ଟିମ୍ ?

-୨୦୦୯ ମସିହାରେ ଚାମ୍ପିୟନ୍ସ ଟ୍ରଫିରେ ଧଳା କୋଟ୍ ପ୍ରଚଳନ କରାଯାଇଥିଲା
-ଅଷ୍ଟ୍ରେଲିଆ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିବା ପରେ ଧଳା କୋଟ୍ ପିନ୍ଧିଥିଲା
-ଆଇସିସି ଅନୁଯାୟୀ, ଧଳା କୋଟ୍ ସମ୍ମାନର ପ୍ରତୀକ
-ତେଣୁ ଧଳାକୁ ଗୁରୁତ୍ବ ମିଳୁଛି ଆଉ ସବୁ ବିଜେତା ଟିମଙ୍କୁ ପିନ୍ଧାଯାଉଛି
-ଧଳା ଜ୍ୟାକେଟ୍ ସେମାନେ ପିନ୍ଧନ୍ତି ଯେଉଁମାନଙ୍କୁ ସବୁକିଛି ବାଜିରେ ପକାଇବାକୁ ପଡିଥାଏ
-ଏହି ଚିହ୍ନ ବିଜେତାମାନଙ୍କୁ ଅନ୍ୟ ଦଳଗୁଡ଼ିକ ଠାରୁ ଭିନ୍ନ କରିଥାଏ
-ଚାମ୍ପିଅନ୍ସ ଟ୍ରଫି ଜିତିଥିବା ଦଳର କପ୍ ବୋର୍ଡ ଅଫିସରେ ରଖାଯାଏ କିନ୍ତୁ ଧଳା କୋଟ୍ ବିଜୟୀ ଦଳର ପ୍ରତି ଖେଳାଳିଙ୍କ ପାଖରେ ରହିଥାଏ

Tags: champions trophyWhite court
ShareTweetShareSend
Sanchar Live

Sanchar Live

Next Post
ରାଜଧାନୀରେ ଗର୍ଜିଲେ ଆଶାକର୍ମୀ

ରାଜଧାନୀରେ ଗର୍ଜିଲେ ଆଶାକର୍ମୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.