Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ସୁନା ଦୋକାନରେ ସେଲସ ମ୍ୟାନ ଭାବେ କାମ କରି ଲୁଟୁଥିଲେ…

Sanchar Live by Sanchar Live
March 10, 2025
in ଅପରାଧ
0
ସୁନା ଦୋକାନରେ ସେଲସ ମ୍ୟାନ ଭାବେ କାମ କରି ଲୁଟୁଥିଲେ…
0
SHARES
29
VIEWS
FacebookTwitter

କଟକ : ସୁନା ଦୋକାନରେ ସେଲସ ମ୍ୟାନ ଭାବେ କାମ କରୁଥିଲେ । ହେଲେ ସୁଯୋଗ ଦେଖି ଦୋକାନରେ କଳାକନା ବୁଲାଉଥିଲେ । ଅଭିଯୁକ୍ତ ସତ୍ୟ ନାରାୟଣକୁ ଗିରଫ କରିଛି କଟକ ପୁରୀଘାଟ ଥାନା ପୋଲିସ। ତା ନିକଟରୁ ପ୍ରାୟ ୫୦୦ ଗ୍ରାମ ସୁନା ଅଳଙ୍କାର ଜବତ କରିଛି କମିଶନରେଟ ପୋଲିସ । ଜବତ ଅଳଙ୍କାରର ମୂଲ୍ୟ ପ୍ରାୟ ୪୯ ଲକ୍ଷ ହେବ ।

କଟକ ନୟାସଡ଼କ ଅଞ୍ଚଳରେ ଏକ ସୁନା ଦୋକାନରେ ସେଲସ ମ୍ୟାନ ଭାବେ କାମ କରୁଥିଲା ଅଭିଯୁକ୍ତ ତେବେ ଦୋକାନରୁ ଅଳଙ୍କାର ଚୋରି ହେଉଥିବା ସନ୍ଦେହ କରି ଥାନାରେ ଅଭିଯୋଗ କରିଥିଲେ ସୁନା ଦୋକାନୀ ମାଲିକ। ଅଭିଯୋଗ ପରେ ପୁରିଘାଟ ଥାନା ପୋଲିସ ଏହି ଘଟଣାର ତଦନ୍ତ କରିବା ସହ ସୁନା ଦୋକାନର ସିସିଟିଭି ଯାଞ୍ଚ କରିଥିଲା। ସିସିଟିଭିରୁ ସତ୍ୟ ନାରାୟଣ ସୁନା ଅଳଙ୍କାର ଚୋରି କରୁଥିବାର ଜାଣିବାକୁ ପାଇଥିଲା ପୋଲିସ। ଏହା ପରେ ସତ୍ୟ ନାରାୟଣ ଙ୍କୁ ଗିରଫ କରିଛି ପୁରିଘାଟ ଥାନା ପୋଲିସ।

Tags: crimecuttackgold
ShareTweetShareSend
Sanchar Live

Sanchar Live

Next Post
ଲଳିତ ମୋଦୀଙ୍କ ନାଗରିକତା ରଦ୍ଦ କଲା ଏହି ଦେଶ

ଲଳିତ ମୋଦୀଙ୍କ ନାଗରିକତା ରଦ୍ଦ କଲା ଏହି ଦେଶ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.