Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟରେ ଅସହ୍ୟ କଲାଣି ତାତି

Sanchar Live by Sanchar Live
March 12, 2025
in ଓଡିଶା
0
୧୨ ପରେ ଆହୁରି କଲବଲ କରିବ ତାତି
0
SHARES
7
VIEWS
FacebookTwitter

ଭୁବନେଶ୍ୱର: ରାଜ୍ୟରେ ଅସହ୍ୟ କଲାଣି ତାତି ବାହାରକୁ ଗୋଡ କାଢ଼ିବା କଷ୍ଟକର ହୋଇ ପଡୁଛି । ସ୍ବାଭାବିକ ଠାରୁ ୩ରୁ ୫ ଡିଗ୍ରୀ ଯାଏଁ ଉପରମୁହାଁ ହେଲାଣି ପାରଦ । ଭୁବନେଶ୍ୱର ୩୫.୪ଏବଂ କଟକ ୩୫ ପାରଦ ରେକର୍ଡ କରାଯାଇଛି । ବିଶେଷ କରି ଆଭ୍ୟନ୍ତରୀଣ ଓଡ଼ିଶାରେ ୪୦ ଡିଗ୍ରୀ ତାତି ଅତିକ୍ରମ କରିବ। ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଗରମ ଶୁଷ୍କ ପବନ ପ୍ରବାହ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୯.୫ ସହ ରାଜ୍ୟର ସବୁଠୁ ଉତପ୍ତ ସହର ପାଲଟିଲା ବୌଦ୍ଧ । ସେହିଭଳି ୧୧ ସହରରେ ତାପମାତ୍ରା ୩୭ଡିଗ୍ରୀ ପାର କରିଛି । ଝାରସୁଗୁଡା ୩୮.୬, ବଲାଙ୍ଗୀର ୩୮.୫, ସମ୍ବଲପୁର ୩୮.୩, ଟିଟିଲାଗଡ଼ ୩୭.୫, ହୀରାକୁଦ ୩୭.୨ଡିଗ୍ରୀ ପାରା ରେକର୍ଡ କରାଯାଇଛି । ସୁନ୍ଦରଗଡ଼ ୩୭.୨, ପାରଳାଖେମୁଣ୍ଡି୩୭.୨, ଅନୁଗୁଳ ୩୭.୧ ମାଲକାନଗିରି ୩୭, ବାରିପଦାରେ ୩୭ ତାପମାତ୍ରା ଛୁଇଁଥିଲା ।

Tags: heatwaveodishaweather report
ShareTweetShareSend
Sanchar Live

Sanchar Live

Next Post
ହୋଲି ପାଇଁ ଜାରି ହେଲା ପୋଲିସର ନୂଆ ଗାଇଡଲାଇନ

ହୋଲି ପାଇଁ ଜାରି ହେଲା ପୋଲିସର ନୂଆ ଗାଇଡଲାଇନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.