Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଭିଜିଲାନ୍ସ ଜାଲରେ ଆଉ ଜଣେ ବରିଷ୍ଠ ଅଧିକାରୀ

Sanchar Live by Sanchar Live
August 14, 2024
in ଅପରାଧ
0
ଭିଜିଲାନ୍ସ ଜାଲରେ ଆଉ ଜଣେ ବରିଷ୍ଠ ଅଧିକାରୀ
0
SHARES
13
VIEWS
FacebookTwitter

ସଂଚାର ବ୍ୟୁରୋ: ପୁଣି ଭିଜିଲାନ୍ସ ଜାଲରେ ବଡବାବୁ I ଲାଞ୍ଚ ନେଇ ଧରାପଡ଼ିଲେ ଜିଓଲୋଜିଷ୍ଟ I ବିଲ କରାଇବା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ବଲାଙ୍ଗୀର ଭୁତଳ ଜଳ ଉନ୍ନୟନ ଖଣ୍ଡର ଜିଓଲୋଜିଷ୍ଟ ଅସିମ ଅଂଶୁମାନ ନାୟକ I ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ ଟିମ I ସମ୍ବଲପୁରର ତପନ ମହାନ୍ତି ନାମକ ଜଣେ ଠିକାଦାରଙ୍କ ଠାରୁ ଜଳ ସଂରକ୍ଷଣ ପ୍ରକଳ୍ପର ବିଲ କରାଇବା ପାଇଁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ ଜିଓଲୋଜିଷ୍ଟ I ବିଲ କରି ଦେବା ପାଇଁ ତପନ ବାରମ୍ବାର ଅଫିସକୁ ଦୌଡୁଥିଲେ। କିନ୍ତୁ ଲାଞ୍ଚ ଦେଉନଥିବାରୁ ବିଲ ହେଉନଥିଲା I ଏନେଇ ଭିଜିଲାନ୍ସ ବିଭାଗର ଦ୍ୱାରସ୍ଥ ହୋଇଥିଲେ ତପନ I ଭିଜିଲାନ୍ସର ଯୋଜନା ମୁତାବକ ଆଜି ଅଫିସରେ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ମାଡି ବସିଥିଲା ଭିଜିଲାନ୍ସ ବିଭାଗ I ବଲାଙ୍ଗୀର, ବରଗଡ଼, ସମ୍ବଲପୁର ଭିଜିଲାନ୍ସ ଟିମ ମିଳିତ ଭାବରେ ଚଢ଼ଉ କରିଥିଲେ I ବଲାଙ୍ଗୀର ଅଫିସ, ସୂର୍ଯ୍ୟନଗର ଭଡା ଘର ଏବଂ ସମ୍ବଲପୁର ଘରେ ଚଢ଼ଉ ଜାରୀ ରହିଛି I ବଲାଙ୍ଗୀର ଭଡା ଘରୁ ୧ ଲକ୍ଷ ୬୮ ହଜାର ଟଙ୍କା ଜବତ କରିଛି ଭିଜିଲାନ୍ସ ବିଭାଗ I

Tags: Bolangiriodishavigilance
ShareTweetShareSend
Sanchar Live

Sanchar Live

Next Post
ଯୁବକଙ୍କ ତଣ୍ଟିକାଟି ହତ୍ୟା

ଯୁବକଙ୍କ ତଣ୍ଟିକାଟି ହତ୍ୟା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.