Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବର୍ତ୍ତମାନ ଲୁଦ୍ଧା ରାଜ୍ୟରେ ୩୦ ଲକ୍ଷ ୭୩୪ ଜଣ e-KYC କରିନାହାନ୍ତି

Sanchar Live by Sanchar Live
March 16, 2025
in ଓଡିଶା
0
ବର୍ତ୍ତମାନ ଲୁଦ୍ଧା ରାଜ୍ୟରେ ୩୦ ଲକ୍ଷ ୭୩୪ ଜଣ e-KYC କରିନାହାନ୍ତି
0
SHARES
12
VIEWS
FacebookTwitter

ବର୍ତ୍ତମାନ ଲୁଦ୍ଧା ରାଜ୍ୟରେ ୩୦ ଲକ୍ଷ ୭୩୪ ଜଣ e-KYC କରିନାହାନ୍ତି । ଆସନ୍ତା ମାର୍ଚ୍ଚ ୩୧ ତାରିଖ ପରେ ଜଣାପଡ଼ିବ ମୋଟ କେତେ ଲୋକ e-KYC କରିନାହାନ୍ତି । ମାର୍ଚ୍ଚ ୩୧ ପରେ ଫିଲ୍ଡ ଭିଜିଟ କରି ଅନୁଧ୍ୟାନ କରାଯିବ । ଯେଉଁ ଦିତାଧିକାରୀ e-KYC କରିନଥିଲେ ତାର ଯାଞ୍ଚ କରାଯିବ ଓ ହଠାତ୍ କାହାର ରାସନ କାର୍ଡ କଟାଯିବନାହିଁ । ପୋଟାଲ ଜରିଆରେ ଆବେଦନ କରିଥିବା ୬ ଲକ୍ଷ ୩୫ ହଜାର ହିତାଧିକାରୀଙ୍କ ସର୍ଭେ ଚାଲିଛି । ଏପ୍ରିଲ ୧୫ ସୁଦ୍ଧା ସର୍ଭେ କାମ ସରିବ । ତାପରେ ନୂଆ ରାସନ କାର୍ଡ ହିତାଧିକାରୀ ରାସନ ପାଇବେ । ନୂଆ ପୋର୍ଟାଲ ଖୋଲିଛି । ଏବେ ସୁଦ୍ଧା ୫୦ ହଜାର ନୂଆ ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି । ଗରିବ ଶ୍ରେଣୀ ସହିତ ମଧ୍ୟବିତ୍ତ ବର୍ଗମାନଙ୍କୁ ସବସିଡାଇଜ ଦରରେ ରାସନ ଯୋଗାଇବା ପୋଷଣ କେନ୍ଦ୍ରର ଉଦ୍ଦେଶ୍ୟ । ୩୫ଟି ଜାଗାରେ ପାଇଲଟ୍ ପ୍ରୋଜେକ୍ଟ କରାଯାଇଛି । ପ୍ରତି ପଞ୍ଚାୟତରେ ପୋଷଣ କେନ୍ଦ୍ର ଖୋଲିବାକୁ ଯୋଜନା କରୁଛନ୍ତି ସରକାର । ଖୁବ୍ ଶୀଘ୍ର ଚୁଡ଼ାନ୍ତ ନିଷ୍ପତ୍ତି ନିଆଯିବ । ଯେଉଁମାନେ ହିତାଧିକାରୀ ହେବେ ସେମାନଙ୍କୁ କାର୍ଡ ଦିଆଯିବ । ରାଜ୍ୟ ଓ କେନ୍ଦ୍ରର ମିଳିତ ସହଯୋଗରେରେ ରାସନ ଦିଆଯିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।

Tags: odisharasan card
ShareTweetShareSend
Sanchar Live

Sanchar Live

Next Post
ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.