Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

Sanchar Live by Sanchar Live
March 16, 2025
in ଓଡିଶା
0
ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
0
SHARES
12
VIEWS
FacebookTwitter

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗସ୍ତ ବେଳେ ଗତକାଲି ମୋହନ କାହାକୁ ଭେଟିଥିଲେ ଆଜି କାହାକୁ ଭେଟିବେ ସେ ନେଇ ସ୍ପଷ୍ଟ ସୂଚନା ମିଳିନାହିଁ । ତେବେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୋହନ ମାଝୀ ସାକ୍ଷାତ କରିବା ସମ୍ଭାବନା ରହିଛି । ତେବେ ଏ ନେଇ ସୂଚନା ମିଳିନାହିଁ । ଦିଲ୍ଲୀ ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କ ସହ ସିଏମଙ୍କ ଯୁଗ୍ମ ସଚିବ ତ୍ରିଲୋଚନ ମହାନ୍ତି ଅଛନ୍ତି ।

ବର୍ତ୍ତମାନ ରାଜ୍ୟ ବିଜେପି ଓ ରାଜ୍ୟ ସରକାରରେ ୩ ବଡ଼ ନିଷ୍ପତ୍ତି ଝୁଲି ରହିଛି । ଗତ ଦୁଇ ମାସ ଧରି ରାଜ୍ୟ ବିଜେପି ସଭାପତି ଚୟନ ପ୍ରକ୍ରିୟା ଲାଗି ରହିଛି ।  ଏଭିତରେ ଦଳର ରାଷ୍ଟ୍ରୀୟ ସଂପାଦକ ତରୁଣ ଚୁଗ୍ ୩ ଥର ଓଡ଼ିଶା ଆସି ବୈଠକ କରିଛନ୍ତି । ଦୁଇଥର ରାଜ୍ୟ କାର୍ଯ୍ୟାଳୟରେ ଓ ଥରେ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓଙ୍କ ଘରେ ହୋଇଥିଲା ଆଲୋଚନା । ଦଳର ଜିଲ୍ଲା ସଭାପତି ଚୟନ ବି ସରିଲାଣି ।

ହେଲେ ଏଯାଏ ରାଜ୍ୟ ବିଜେପି ସଭାପତିଙ୍କ ନାଁ ଘୋଷଣା ହୋଇନାହିଁ  । ଦ୍ବିତୀୟ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗ ହେଲା-ରାଜ୍ୟ ମନ୍ତ୍ରିମଣ୍ଡଳ ସଂପ୍ରସାରଣ । ମୋହନ ମାଝୀ ସରକାରକୁ ୯ ମାସ ପୂରିଲାଣି । ହେଲେ କିଏ ହେବେ ନୂଆ ମନ୍ତ୍ରୀ ? କେବେ ହେବ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ? ତାହା ଅଟକି ରହିଛି । ଏବେସୁଦ୍ଧା ରାଜ୍ୟରେ ବିଭିନ୍ନ ନିଗମ ଓ ବୋର୍ଡ ସଭାପତି ପଦବୀ ଖାଲି ପଡ଼ିଛି ।  ଏନେଇ ମଧ୍ୟ କସରତ ଲାଗି ରହିଛି  ।

Tags: delhimohan majhi
ShareTweetShareSend
Sanchar Live

Sanchar Live

Next Post
୧୦ କେଜି ଓଜନର ଲ୍ୟାଣ୍ଡମାଇନକୁ ନିଷ୍କ୍ରିୟ କଲେ ପୋଲିସ ଓ ସିଆରପିଏଫର ମିଳିତ ଟିମ

୧୦ କେଜି ଓଜନର ଲ୍ୟାଣ୍ଡମାଇନକୁ ନିଷ୍କ୍ରିୟ କଲେ ପୋଲିସ ଓ ସିଆରପିଏଫର ମିଳିତ ଟିମ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.