Saturday, June 7, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆରପାରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

Sanchar Live by Sanchar Live
March 17, 2025
in ଓଡିଶା
0
ଆରପାରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ
0
SHARES
20
VIEWS
FacebookTwitter

ଭୁବନେଶ୍ୱର : ଆରପାରିରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ ।  ଦିଲ୍ଲୀରେ ୮୩ ବର୍ଷ ବୟସରେ ଦେବେନ୍ଦ୍ର ପ୍ରଧାନଙ୍କ ପରଲୋକ ହୋଇଛି ।  ଦିଲ୍ଲୀ ଏମସରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ।  କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାପା ଦେବେନ୍ଦ୍ର ପ୍ରଧାନ ।  ଦେବେନ୍ଦ୍ର ପ୍ରଧାନ ଦୁଇ ଥରର ସାଂସଦ ।

୧୯୯୮ ଓ ୧୯୯୯ରେ ଦେବଗଡ଼ରୁ ଲୋକସଭାକୁ ନିର୍ବାଚିତ ହୋଇଥିଲେ । ଦ୍ବିତୀୟ ଥର ସାଂସଦ ଥିବା ସମୟରେ ବାଜପେୟୀଙ୍କ ସରକାରରେ ମନ୍ତ୍ରୀ ଥିଲେ  ।  ସେ ସଡ଼କ ପରିବହନ ଓ କୃଷି ରାଷ୍ଟ୍ରମନ୍ତ୍ରୀ ଥିଲେ।  ଓଡ଼ିଶା ବିଜେପିର ପ୍ରମୁଖ ଚେହେରା ଥିଲେ ।  ସେ ୧୯୮୮ରୁ ୧୯୯୦, ୧୯୯୦ରୁ ୧୯୯୩ ଓ ୧୯୯୫ରୁ ୧୯୯୭ ରାଜ୍ୟ ବିଜେପିର ସଭାପତି ଥିଲେ ।

ଏହାସହ ୨୦୦୧ରୁ ୨୦୦୨ ମଧ୍ୟରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଦାୟିତ୍ବରେ ମଧ୍ୟ ରହିଥିଲେ ।  ଜୁଲାଇ ୧୬ ୧୯୪୧ରେ ଅନୁଗୁଳ ନାଲମ ଠାରେ ଜନ୍ମ ଗ୍ରହଣ କରିଥିଲେ ଦେବେନ୍ଦ୍ର ।

Tags: Debendra pradhanpassesaway
ShareTweetShareSend
Sanchar Live

Sanchar Live

Next Post
ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୋହନ-ନବୀନଙ୍କ ଶୋକପ୍ରକାଶ

ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୋହନ-ନବୀନଙ୍କ ଶୋକପ୍ରକାଶ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୨୦ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ଆଜି ଚମ୍ପକ ଦ୍ୱାଦଶୀ ଅବସରରେ ମହାପ୍ରଭୁଙ୍କର ପାଳିତ ହେବ ଗୁଆଲି ଯାତ୍ରା
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ଉତ୍ସବ ସମ୍ପନ୍ନ
  • ରଥଯାତ୍ରା: ପରିଚାଳନ ପାଇଁ ମନ୍ତ୍ରୀସ୍ତରୀୟ କମିଟି ଗଠନ କଲେ ରାଜ୍ୟ ସରକାର
  • ସରିଲା ରାଜ୍ୟ କ୍ୟାବିନେଟନ୍‌ର ଗୁରତ୍ବପୂର୍ଣ୍ଣ ବୈଠକ, ୪ ପ୍ରସ୍ତାବରେ ବାଜିଲା ମୋହର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.