Friday, November 6, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଅପରାଧ

ହାତଗୋଡ଼ ବାନ୍ଧି ୪ ଲକ୍ଷରୁ ଅଧିକ ଟଙ୍କାର ଗହଣା ଲୁଟିନେଲେ…

Sanchar Live by Sanchar Live
March 17, 2025
in ଅପରାଧ
0
0
SHARES
4
VIEWS
Facebook
Twitter

Related posts

ଏମିତି ଜ୍ୱାଇଁ କାହାକୁ ନମିଳୁ…

ଏମିତି ଜ୍ୱାଇଁ କାହାକୁ ନମିଳୁ…

November 6, 2026
ଗୋଷ୍ଠୀ ସଂଘର୍ଷରୁ ଜେସିବି କଣ୍ଟ୍ରାକ୍ଟରଙ୍କୁ ଗୁଳି କରି ହତ୍ୟା

ଗୋଷ୍ଠୀ ସଂଘର୍ଷରୁ ଜେସିବି କଣ୍ଟ୍ରାକ୍ଟରଙ୍କୁ ଗୁଳି କରି ହତ୍ୟା

November 5, 2026

ମାରଣାସ୍ତ୍ର ଦେଖାଇ ଦମ୍ପତିଙ୍କୁ ଲୁଟ୍ ହୋଇଛି ସୋରରେ । ହାତଗୋଡ଼ ବାନ୍ଧି ଲୁଟେରା ଲୁଟିନେଲେ ୪ ଲକ୍ଷରୁ ଅଧିକ ଟଙ୍କାର ଗହଣା । ସୋର ଥାନା ଟେଣ୍ଟେଇ ସାହିର ଜଣେ ବ୍ୟକ୍ତିଙ୍କ ଘରେ ପଶି  ଦୁର୍ବୃତ୍ତ ପଶି ହାତଗୋଡ଼ ବାନ୍ଧି ୪ ଲକ୍ଷରୁ ଅଧିକ ଟଙ୍କାର ଗହଣା ଲୁଟିନେଇଥିବା ଜଣାପଡିଛି  ।   ଘରେ କେହି ନଥିବା ବେଳେ କିଛି ଦୁର୍ବୃତ୍ତ ଗାଁର ରାମଚନ୍ଦ୍ର କରଙ୍କ ଘରେ ପଶି ଲୁଟ୍ କରିଥିଲେ  । ବିଳମ୍ବିତ ରାତିରେ ପ୍ରାୟ ୫ ଜଣ ଦୁର୍ବୃତ୍ତ ଏକ କାରରେ ଆସି ତାଙ୍କ ଘରର ପଛ ପଟ କବାଟ ଭାଙ୍ଗିବା ସହିତ ଘର ଭିତରକୁ ପଶିଥିଲେ । ପରେ ଉଭୟ ବୃଦ୍ଧ ବୃଦ୍ଧାଙ୍କ ହାତ ଓ ଗୋଡ଼କୁ ଗାମୁଛା ଏବଂ ଦୌଡିରେ ବାନ୍ଧି ଘରେ ଥିବା ୪ ଲକ୍ଷରୁ ଅଧିକ ଟଙ୍କାର ଗହଣା  ଓ ନଗଦ ୩୦ ହଜାର ଟଙ୍କା ନେଇ ଫେରାର ହୋଇଯାଇଥିଲେ  ।  ଖବର ପାଇ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିବା ସହିତ ସୋର ପୋଲିସକୁ ଖବର ଦେଇଥିଲେ। ପରେ ପୋଲିସ ଓ ସରପଞ୍ଚ ଲକ୍ଷ୍ମୀକାନ୍ତ ମଳିକ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

Tags: crimelootSoro

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍
  • ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି
  • ଏମିତି ଜ୍ୱାଇଁ କାହାକୁ ନମିଳୁ…

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.