Thursday, November 5, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ନିଆଁ ଲିଭାଉଥିବା ବେଳେ ମହିଳା ଜଳିଗଲେ

Sanchar Live by Sanchar Live
March 17, 2025
in ଓଡିଶା
0
0
SHARES
9
VIEWS
Facebook
Twitter

Related posts

ବନ୍ୟା କ୍ଷୟକ୍ଷତି : କେନ୍ଦ୍ରୀୟ ଟିମକୁ ୨,୫୨୬ କୋଟି ସହାୟତା ମାଗିଲା ଓଡିଶା

ବନ୍ୟା କ୍ଷୟକ୍ଷତି : କେନ୍ଦ୍ରୀୟ ଟିମକୁ ୨,୫୨୬ କୋଟି ସହାୟତା ମାଗିଲା ଓଡିଶା

November 5, 2026
ଦୀପାବଳି ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ

ଦୀପାବଳି ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ

November 5, 2026

ନିଆଁ ଲିଭାଉଥିବା ବେଳେ ମହିଳା ଜୀବନ୍ତ ଦଗ୍ଧ । କାମାକ୍ଷାନଗର ମହାବିରୋଡ଼ ଥାନା ଗୋବରୀ ଗାଁରେ ଦୁଃଖଦ ଘଟଣା ଘଟିଛି l ଘର ନିକଟକୁ ଜଙ୍ଗଲ ନିଆଁ ମାଡି ଆସୁଥିବା ବେଳେ ତାହାକୁ ଲିଭାଇବାକୁ ଯାଇ ମହିଳା ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି l ମୃତ ମହିଳା ଜଣକ ହେଲେ ଗୋବରୀ ଗାଁର ବୁଧିନି ମହାନ୍ତ l ବୁଧିନିଙ୍କ ଘର ନିକଟରେ ଥିବା ଜଙ୍ଗଲରେ କୌଣସି କାରଣରୁ ନିଆଁ ଲାଗିବା ଫଳରେ ଏହା ଚାରିଆଡେ ବ୍ୟାପି ଯାଇଥିଲା l ଧିରେ ଧିରେ ଏହା ବ୍ୟାପି ଜଙ୍ଗଲ ନିକଟରେ ରହୁଥିବା ବୁଧିନିଙ୍କ ଘର ଆଡେ ମାଡି ଆସିଥିଲା l ଫଳରେ ନିଆଁକୁ ଲିଭାଇବା ପାଇଁ ବୁଧିନି ଘର ନିକଟରେ ଥିବା ଏକ କେନାଲ ହୁଡ଼ାରେ ଚଢ଼ି ଯାଇଥିଲେ l କିନ୍ତୁ କୌଣସି କାରଣ ବଶତଃ କେନାଲ ଉପରୁ ବୁଧିନିଙ୍କ ଗୋଡ଼ ଖସି ଯିବାରୁ ସେ ତଳେ ଜଳୁଥିବା ନିଆଁ ଭିତରେ ଖସି ପଡ଼ିଥିଲେ l ନିଆଁର ପ୍ରକୋପ ଏତେ ଭୟଙ୍କର ଥିଲା ଯେ ସେ ତାହା ମଧ୍ୟରୁ ବାହାରି ପାରିନଥିଲେ l ଫଳରେ କିଛି ସମୟ ମଧ୍ୟରେ ସେ ନିଆଁ ମଧ୍ୟରେ ସମ୍ପୂର୍ଣ୍ଣ ଭାବେ ଜୀବନ୍ତ ଦଗ୍ଧ ହୋଇ ଯାଇଥିଲେ l କିଛି ସ୍ଥାନୀୟ ଲୋକ ଏହା ଦେଖି ପୋଲିସକୁ ଖବର ଦେବା ପରେ ମହାବିରୋଡ଼ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛି l….

Tags: firekamakhyanagar

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ବନ୍ୟା କ୍ଷୟକ୍ଷତି : କେନ୍ଦ୍ରୀୟ ଟିମକୁ ୨,୫୨୬ କୋଟି ସହାୟତା ମାଗିଲା ଓଡିଶା
  • ଅନ୍ତର୍ଜାତୀୟ ଫୁଟବଲରୁ ରୋନାଲ୍ଡୋଙ୍କ ଅବସର
  • ଗିରଫ ଓ ଅଟକ ରଖିବାର ସମୟସୀମାକୁ ନେଇ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.