Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
March 18, 2025
in ଓଡିଶା
0
ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
0
SHARES
11
VIEWS
FacebookTwitter

ରାଜ୍ୟରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ପ୍ରସ୍ତୁତି ସଂପର୍କରେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସ୍କୁଲ ଗୁଡିକୁ ସକାଳୁଆ କରିବା ପାଇଁ ତୁରନ୍ତ ଏସଓପି ଜାରି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସକାଳ ୭ଟାରୁ ୯ଟା ମଧ୍ୟରେ ଅଙ୍ଗନବାଡି କେନ୍ଦ୍ର ଖୋଲା ରହିବ। ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଉପରେ ଗୁରୁତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ସପ୍ତାହକ ମଧ୍ୟରେ ନଳକୂପ ସ୍ଥାପନ ଓ ମରାମତି କରିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଖରାକୁ ଦୃଷ୍ଟିରେ ରଖି ଦିନ ୧୧ଟାରୁ ୫ଟା ଏବଂ ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ବିଦ୍ୟୁତ କାଟ ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିରୋ କାଜୁଆଲ୍‌ଟି ଲକ୍ଷ୍ୟ ରଖି ସମସ୍ତେ କାର୍ଯ୍ୟ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଥିଲେ। ଅଂଶୁଘାତର ମୁକାବିଲା ପାଇଁ ଛାଇ ଓ ପାଣି ହେଉଛି ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ସହରାଞ୍ଚଳରେ ଟ୍ରାଫିକ ଛକ ଏବଂ ଗ୍ରାମାଞ୍ଚଳରେ ବସ୍‌ଷ୍ଟାଣ୍ଡ ଗୁଡିକରେ ଛାଇ ପାଇଁ ଟେଣ୍ଟ ବ୍ୟବସ୍ଥା ଓ ଜଳଛତ୍ର ବ୍ୟବସ୍ଥା କରିବା ପାଇଁ ସମସ୍ତେ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଯେଉଁସବୁ ଅଞ୍ଚଳରେ ପାନୀୟ ଜଳର ଅଭାବ ପରିଲକ୍ଷିତ ହେଉଛି, ସେ ସବୁ ଅଞ୍ଚଳକୁ ଚିହ୍ନଟ କରି ବୋର୍‌ୱେଲ ଓ ନଳକୂପର ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ମାନଙ୍କୁ ପରାମର୍ଶ ଦେଇଛନ୍ତି। ସେହିପରି ଉଭୟ ସରକାରୀ ଓ ବେସରକାରୀ କ୍ଷେତ୍ରରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ ବନ୍ଦ ରଖିବାକୁ ନିର୍ଦ୍ଦେଶନାମା ଜାରି କରିବା ପାଇଁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।

Tags: cm mohan majhiheatwave
ShareTweetShareSend
Sanchar Live

Sanchar Live

Next Post
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

ନଜର ପକାନ୍ତୁ ଆଜିର ରାଶିଫଳ ଉପରେ...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.