Thursday, July 2, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଗୃହରେ ହୁଇସିଲ୍ ବଜେଇ ପ୍ରତିବାଦ କଲେ କଂଗ୍ରେସ ବିଧାୟକ

Sanchar Live by Sanchar Live
March 20, 2025
in ରାଜନୀତି
0
ଗୃହରେ ହୁଇସିଲ୍ ବଜେଇ ପ୍ରତିବାଦ କଲେ କଂଗ୍ରେସ ବିଧାୟକ
0
SHARES
7
VIEWS
FacebookTwitter

କଂଗ୍ରେସ ବିଧାୟକ ହୁଇସିଲ୍ ବଜେଇଲେ, ବାଚସ୍ପତି ବିଧାନସଭାକୁ ମୁଲତବି ଘୋଷଣା କଲେ । ଗୁରୁବାର ବିଧାନସଭାରେ ଦେଖିବାକୁ ମିଳିଥିବା ରୋଚକ ଦୃଶ୍ୟ । ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୋକ ପ୍ରସ୍ତାବ ଆଗତ କରିବା ପରେ, ଗୃହରେ ଏହାକୁ ସମର୍ଥନ ଜଣାଇଥିଲେ ବିରୋଧୀ । ତେବେ ଏହାପରେ କିନ୍ତୁ ଆରମ୍ଭ ହେଇଯାଇଥିଲା କଂଗ୍ରେସ ବିଧାୟକଙ୍କ ପ୍ରତିବାଦ । ନାରୀ ସୁରକ୍ଷା ଦାବି କରି ବିଧାୟକମାନେ ହଟ୍ଟଗୋଳ କରିବା ସହ ପୋଡିୟମ ତଳେ ନାରାବାଜି କରିଥିଲେ । ବିଧାନସଭା ଭିତରେ ହୁଇସିଲ୍ ବଜେଇ ପ୍ରତିବାଦ କରିଥିଲେ କଂଗ୍ରେସ ବିଧାୟକ । ବାଚସ୍ପତି ବାରମ୍ବାର ହୁଇସିଲ୍ ବଜାଇବା ବନ୍ଦ କରିବାକୁ ମନା କରିଥିଲେ ବି, ବିଧାୟକମାନେ ହୁଇସିଲ୍ ବଜାଇବା ବନ୍ଦ କରିନଥିଲେ । ଯାହାପରେ ବାଚସ୍ପତି ଗୃହକୁ ମଧ୍ୟାହ୍ନ 12ଟା ଯାଏଁ ମୁଲତବି ଘୋଷଣା କରିଥିଲେ । ସୂଚନାଯୋଗ୍ୟ ଯେ, ଦୀର୍ଘ ଦିନ ହେଲା ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଚାଲିପାରୁନି ବିଧାନସଭା । ବାଚସ୍ପତି ବାରମ୍ବାର ଗୃହକୁ ସୁରୁଖୁରୁରେ ଚଳାଇବାକୁ ଚାହୁଁଥିଲେ ବି, ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଚାଲିପାରୁନି ବିଧାନସଭା ।

Tags: assemblycongressodisha politicsprotest
ShareTweetShareSend
Sanchar Live

Sanchar Live

Next Post
ରାଜା ଚକ୍ରଙ୍କ ଘନିଷ୍ଠ ସହଯୋଗୀଙ୍କୁ ବାନ୍ଧିଲା ଇଓଡବ୍ଲୁ

ରାଜା ଚକ୍ରଙ୍କ ଘନିଷ୍ଠ ସହଯୋଗୀଙ୍କୁ ବାନ୍ଧିଲା ଇଓଡବ୍ଲୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାମ ମନ୍ଦିରରେ ଚାକିରି କରାଇଦେବା ନାଁରେ ବଡ଼ ଧରଣର ଲାଞ୍ଚ କାରବାର ଅଭିଯୋଗ
  • ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, ଏହିସବୁ ଟ୍ରେନ୍ ବାତିଲ ?
  • ବାତିଲ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ
  • ବର୍ଷା ପାଇଁ କନ୍ଧମାଳରେ ୨ ଦିନ ସ୍କୁଲ ଛୁଟି
  • ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ ବଞ୍ଚିତ ନ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.