Thursday, July 2, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ନେଇ ପ୍ରସ୍ତୁତି ବୈଠକ

Sanchar Live by Sanchar Live
March 21, 2025
in ଓଡିଶା
0
ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ନେଇ ପ୍ରସ୍ତୁତି ବୈଠକ
0
SHARES
6
VIEWS
FacebookTwitter

ପୁରୀ : ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ନେଇ ବିଭାଗୀୟ ଅଧିକାରୀମାନଙ୍କ ସହିତ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି  l ରଥ କାଠ, ବସୁଙ୍ଗା ପାଠ, ଚନ୍ଦନ ଏବଂ କତା ଦଉଡି କିଭଳି ଭାବେ ସଠିକ ଭାବେ ପ୍ରସ୍ତୁର୍ତ୍ତ କରାଯିବ ସେ ନେଇ ବିସ୍ତୃତ ଭାବେ କରାଯାଇଛି ଆଲୋଚନା  l କତା ନିଗମ ରଥ ଦଉଡି ଦେବା ପାଇଁ ପ୍ରତିଶ୍ରୁତି ଦେଇଥିବାବେଳେ ବସୁଙ୍ଗା ପାଠ, ଚନ୍ଦନ ସବୁ ଶ୍ରୀମନ୍ଦିର ପ୍ରଶାସନ ପାଖେ ମହଜୁଦ ରହିଅଛି  l

ରଥଯାତ୍ରା ପୂର୍ବରୁ ଠିକ ସମୟରେ ଆବଶ୍ୟକ ଅନୁଯାଇ ରଥ କାଠ ପହଂଚିବ l ଏ ନେଇ ବନ ବିଭାଗ ସହ କରାଯାଇଛି ଆଲୋଚନା ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ଼ଃ ଅରବିନ୍ଦ ପାଢ଼ୀ l ଶ୍ରୀରାମ ନବମୀରେ ରଥ କାଠ ଚିରଟ ହେବା ସହ ପବିତ୍ର ଅକ୍ଷୟ ତୃତୀୟା ତିଥିରେ ରଥ ନିର୍ମାଣ ଅନୁକୂଳ ହେବ ।  ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ହେବା ପରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରଥଯାତ୍ରା ସମନ୍ଵୟ ବୈଠକ ଅନୁଷ୍ଠିତ ହେବ ।

Tags: puriratha jatra
ShareTweetShareSend
Sanchar Live

Sanchar Live

Next Post
ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ପରଲୋକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାମ ମନ୍ଦିରରେ ଚାକିରି କରାଇଦେବା ନାଁରେ ବଡ଼ ଧରଣର ଲାଞ୍ଚ କାରବାର ଅଭିଯୋଗ
  • ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, ଏହିସବୁ ଟ୍ରେନ୍ ବାତିଲ ?
  • ବାତିଲ ହେଲା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ
  • ବର୍ଷା ପାଇଁ କନ୍ଧମାଳରେ ୨ ଦିନ ସ୍କୁଲ ଛୁଟି
  • ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ ବଞ୍ଚିତ ନ ହୁଅନ୍ତୁ: ମୁଖ୍ୟମନ୍ତ୍ରୀ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.