Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ବାରବାଟୀରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦

Sanchar Live by Sanchar Live
March 22, 2025
in କ୍ରୀଡ଼ା
0
ବାରବାଟୀରେ ଖେଳାଯିବ ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦
0
SHARES
35
VIEWS
FacebookTwitter

କଟକରେ ଏବର୍ଷ ପୁଣି ଖେଳାଯାଇପାରେ ଅନ୍ତର୍ଜାତୀୟ ମ୍ୟାଚ। ଡିସେମ୍ବର ୯ ତାରିଖରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଖେଳାଯାଇପାରେ। ଏନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଡିସେମ୍ବରରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ଟିକିଆ ଟି-୨୦ ମ୍ୟାଚ ଖେଳାଯିବ। ପ୍ରଥମ ମ୍ୟାଚ ଡିସେମ୍ବର ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ନଭେମ୍ବର ମାସରେ ଦକ୍ଷିଣ ଆଫ୍ରିକା କ୍ରିକେଟ୍ ଟିମ୍ ଭାରତ ଗସ୍ତରେ ଆସି ୨ଟି ଟେଷ୍ଟ, ୩ଟି ଦିନିକିଆ ମ୍ୟାଚ ଓ ୫ଟି ଟ୍ବେଣ୍ଟି ଟ୍ବେଣ୍ଟି ମ୍ୟାଚ ଖେଳିବ। ଆଜି କୋଲକାତାରେ ବସିଥିବା ବିସିସିଆଇର ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ହୋଇଛି । ତେବେ ବାରବାଟୀରେ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ ନେଇ ଓସିଏ ସଭାପତି ପଙ୍କଜ ମହାନ୍ତି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, ଆମେ ବିସିସିଆଇକୁ ନିବେଦନ କରିଥିଲୁ । କିନ୍ତୁ ଏ ସମ୍ପର୍କରେ ବିସିସିଆଇ ପକ୍ଷରୁ କୌଣସି ବିଧିବଦ୍ଧ ସୂଚନା ଓସିଏ ପାଖକୁ ଆସିନାହିଁ । ଆଜି ବୈଠକର  ଆଉ ଏକ ବଡ଼ ନିଷ୍ପତ୍ତି ହେଲା, ଏବର୍ଷ ମହିଳା କ୍ରିକେଟ୍ ବିଶ୍ବକପ୍ ଭାରତ ଆୟୋଜନ କରିବ । ଆସନ୍ତା ସେପ୍ଟେମ୍ବର ମାସରେ ମହିଳା କ୍ରିକେଟ୍ ବିଶ୍ବକପ୍ ଭାରତରେ ଖେଳାଯିବ। ଭାଇଜାଗରେ ହେବ ଉଦଘାଟନୀ ମ୍ୟାଚ୍  ।

Tags: indiasouth africat-20
ShareTweetShareSend
Sanchar Live

Sanchar Live

Next Post
କନ୍ଧମାଳରେ ପୁଣି ଲଜ୍ଜା। ୧୪ ବର୍ଷୀୟ ଶାଳୀକୁ ଗର୍ଭବତୀ କଲା ନିଜ ଭିଣୋଇ

କନ୍ଧମାଳରେ ପୁଣି ଲଜ୍ଜା। ୧୪ ବର୍ଷୀୟ ଶାଳୀକୁ ଗର୍ଭବତୀ କଲା ନିଜ ଭିଣୋଇ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.