ସଂଚାର ବ୍ୟୁରୋ: ଭୁବନେଶ୍ବର ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ସ୍ବାଧିନତା ଦିବସ ପାଳିତ । ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ମହାତ୍ମାଗାନ୍ଧୀ ମାର୍ଗରେ ଜାତୀୟ ପତାକା ଉତ୍ତୋଳନ କରିବା ସହ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି । ରାଜ୍ୟବାସୀଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଓଡିଶାବାସୀଙ୍କ ସେବା କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ ।