Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନବ ଦାସ ହତ୍ୟା ମାମଲା; କ୍ରାଇମବ୍ରାଞ୍ଚ ଜେରାର ଆଜି ଷଷ୍ଠ ଦିନ

Sanchar Live by Sanchar Live
March 23, 2025
in ଓଡିଶା
0
ନବ ଦାସ ହତ୍ୟା ମାମଲା; କ୍ରାଇମବ୍ରାଞ୍ଚ ଜେରାର ଆଜି ଷଷ୍ଠ ଦିନ
0
SHARES
13
VIEWS
FacebookTwitter

ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆକ୍ସନରେ କ୍ରାଇମବ୍ରାଞ୍ଚ। ଆଜି ମଧ୍ୟ ଏହି ହତ୍ୟାକାଣ୍ଡ ସହ ଜଡ଼ିତ କିଛି ବ୍ୟକ୍ତିଙ୍କୁ ପଚରାଉଚରା କରିପାରେ କ୍ରାଇମବ୍ରାଞ୍ଚ। ଗତକାଲି ସରୋଜ ସା’ ଓ ଜୀବନ ନାୟକଙ୍କୁ ଜେରା କରାଯାଇଥିଲା । ନବ ଦାସଙ୍କୁ ହତ୍ୟାକାଣ୍ଡ ଦିନ ଘଟଣାସ୍ଥଳରେ ଥିଲେ ସରୋଜ ସା’। ତାଙ୍କୁ କାଲି ଜେରା କରିଥିଲା ତଦନ୍ତକାରୀ ସଂସ୍ଥା।  ତତ୍କାଳୀନ ଆଇଆଇସି ପ୍ରଦ୍ୟୁମ୍ନ ସ୍ବାଇଁଙ୍କ ବନ୍ଧୁକ ଛଡ଼ାଇ ଆଣିଥିଲେ ସରୋଜ । ୨୦୨୩ରେ ନବ ଦାସ ହତ୍ୟା ପରେ ସରୋଜ ସା’ଙ୍କୁ ପଚରାଉଚରା ହୋଇନଥିଲା। ଯାହା ନିଜେ ମାନିଛନ୍ତି ସରୋଜ । ସେହିପରି ଘଟଣା ଦିନ ଗୁଳି ବାଜିଥିବା ବ୍ୟକ୍ତି ଜୀବନ ନାୟକଙ୍କର ମଧ୍ୟ ବୟାନ ରେକର୍ଡ କରିଛି କ୍ରାଇମବ୍ରାଂଚ ।  ନବଦାସଙ୍କ ପାଦ ଛୁଉଁଥିବାବେଳେ ଜୀବନଙ୍କ ବେକରେ ଗୁଳି ଘଷି ହୋଇ ଚାଲିଯାଇଥିଲା । ନବ ଦାସ ହତ୍ୟା ଘଟଣାରେ ୬ ଦିନ ହେଲାଣି ଖୋଳତାଡ କରୁଛି କ୍ରାଇମବ୍ରାଂଚ । ପୂର୍ବରୁ ବିମାନବନ୍ଦର କର୍ମଚାରୀ, ହସ୍ପିଟାଲର ଡାକ୍ତର ଓ ପାରା ମେଡିକାଲ ଷ୍ଟାଫ, ନବଦାସଙ୍କ ପରିବାରଙ୍କ ସମେତ ୧୨ଜଣଙ୍କ ବୟାନ ରେକର୍ଡ ସରିଛି । ଆଗକୁ କାହାର ପାଳି ତା ଉପରେ ସମସ୍ତଙ୍କ ନଜର ରହିଛି ।

Tags: crime branchnaba dash
ShareTweetShareSend
Sanchar Live

Sanchar Live

Next Post
ବହି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

ବହି ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.