Thursday, April 16, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ବିଜୟରୁ ଅଭିଯାନ ଆରମ୍ଭ କଲା CSK

Sanchar Live by Sanchar Live
March 23, 2025
in କ୍ରୀଡ଼ା
0
ବିଜୟରୁ ଅଭିଯାନ ଆରମ୍ଭ କଲା CSK

Rachin Ravindra of Chennai Super Kings batting during match 3 of the Indian Premier League season 18 (IPL 2025) between Chennai Super Kings and Mumbai Indians held at the MA Chidambaram Stadium, Chennai on the 23rd March 2025. Photo by R Param / Sportzpics for IPL

0
SHARES
11
VIEWS
FacebookTwitter

ଚେନ୍ନାଇ: ଆଇପିଏଲ୍ ୨୦୨୫ର ତୃତୀୟ ମ୍ୟାଚରେ ବାଜି ମାରି ନେଇଛି ଚେନ୍ନାଇ ସୁପର କିଙ୍ଗ୍‌ସ । ରୋମାଞ୍ଚକର ମୁକାବିଲାରେ ସିଏସକେ ୪ ୱିକେଟରେ ମୁମ୍ବାଇ ଇଣ୍ଡିଆନ୍ସକୁ ହରାଇ ବିଜୟରୁ ଅଭିଯାନ ଆରମ୍ଭ କରିଛି । ଅନ୍ୟପଟେ ମୁମ୍ବାଇ ନିଜର ପ୍ରଥମ ମ୍ୟାଚ୍ ହାରିବାର ପରମ୍ପରାକୁ ବଜାୟ ରଖିଛି । ମୁମ୍ବାଇ ଲଗାତାର ୧୧ତମ ଥର ନିଜର ପ୍ରଥମ ମ୍ୟାଚରେ ପରାଜର ସ୍ୱାଦ ଚାଖିଛି । ଚେନ୍ନାଇ ବିଜୟରେ ରଚିନ ରବୀନ୍ଦ୍ର ହିରୋ ସାଜିଛନ୍ତି । ପ୍ରଥମେ ବ୍ୟାଟିଂ କରିଥିବା ମୁମ୍ବାଇ ୯ ୱିକେଟ୍ ହରାଇ ୧୫୫ ରନ କରିଥିଲା । ଦଳ ପକ୍ଷରୁ ତିଳକ ବର୍ମା ୩୧, ସୂର୍ଯ୍ୟକୁମାର ଯାଦବ ୨୯ ରନ ଓ ଦୀପକ ଚହର ଅପରାଜିତ ୨୮ ରନ କରିଥିଲେ । ଜବାବରେ ଚେନ୍ନାଇ ୬ ୱିକେଟ୍ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଛି । ରଚିନ ରବୀନ୍ଦ୍ର ସର୍ବାଧିକ ୬୫ ରନର୍ ଅପରାଜିତ ମ୍ୟାଚ ବିଜୟୀ ଇନିଂସ ଖେଳିଛନ୍ତି । ଅଧିନାୟକ ଋତୁରାଜ ଗାଏକ୍ୱାଡ ୫୩ ରନର ବିସ୍ଫୋରକ ବ୍ୟାଟିଂ କରିଛନ୍ତି ।

୧୫୬ ରନର ବିଜୟ ଲକ୍ଷ୍ୟ ପିଛା କରିଥିବା ଚେନ୍ନାଇର ଆରମ୍ଭ ମଧ୍ୟ ନିରାଶ ଜନକ ଥିଲା । ରାହୁଲ ତ୍ରିପାଠୀ(୨ ରନ)ଙ୍କ ରୂପେ ସିଏସକେ ପ୍ରଥମ ୱିକେଟ୍ ହରାଇଥିଲା । ଏହା ପରେ ରଚିନ ରବୀନ୍ଦ୍ର ଓ ଅଧିନାୟକ ଋତୁରାଜ ଗାଏକ୍ୱାଡ ଜବରଦସ୍ତ ବ୍ୟାଟିଂ କରିଥିଲେ । ଉଭୟ ଦ୍ରୁତ ବ୍ୟାଟିଂ କରି ଦ୍ୱିତୀୟ ୱିକେଟ ପାଇଁ ୬୭ ରନ ଯୋଡି ବିଜୟର ମୂଳଦୁଆ ପକାଇଥିଲେ । ହେଲେ ଏହି ଯୋଡି ଭାଙ୍ଗିବା ପରେ ମ୍ୟାଚ୍ ରୋଚକ ମୋଡ ନେଇଥିଲେ । ଅଧିନାୟକ ଗାଏକ୍ୱାଡ ଧୂଆଁଧାର ବ୍ୟାଟିଂ କରି ମାତ୍ର ୨୬ ବଲରୁ ୬ ଚୌକା ଓ ୩ ଛକା ସହ ୫୩ ରନ କରିଥିଲେ ।

ଏହା ପରେ ଚେନ୍ନାଇ ନିୟମିତ ୱିକେଟ୍ ହରାଇବାରୁ ଏକ ତରଫା ଯାଉଥିବା ମ୍ୟାଚ ରୋମାଞ୍ଚକର ରୂପ ନେଇଥିଲା । ଗୋଟିଏ ପଟେ ରଚିନ ରବୀନ୍ଦ୍ର ଇନିଂସ ସମ୍ଭାଳିଥିବା ବେଳେ ଅନ୍ୟପଟେ ଶିବମ ଦୁବେ(୯), ଦୀପକ ହୁଡ୍ଡା(୩) ଓ ସାମ କରନ(୪) ନିରାଶ କରିଥିଲେ । ଏହା ପରେ ରଚିନ ରବୀନ୍ଦ୍ର ଓ ଅନୁଭବୀ ରବୀନ୍ଦ୍ର ଜାଡେଜା ନିଜ ଖ୍ୟାତି ଅନୁରୂପ ବ୍ୟାଟିଂ କରିଥିଲେ । ମ୍ୟାଚ୍ ସଂଘର୍ଷପୂର୍ଣ୍ଣ ହୋଇଥିଲେ ହେଁ, ରଚିନ ଶେଷ ପର୍ଯ୍ୟନ୍ତ ଅପରାଜିତ ରହି ଦଳକୁ ଜିତାଇଛନ୍ତି ।

Tags: cskipl 2025mi
ShareTweetShareSend
Sanchar Live

Sanchar Live

Next Post
ଶୀଘ୍ର ଓଜନ ହ୍ରାସ କରିବାକୁ ଚାହୁଁଛନ୍ତି କି ? ଡିନରରେ ଖାଆନ୍ତୁ ଏହି ସ୍ୱାଦିଷ୍ଟ ଜିନିଷ

ଶୀଘ୍ର ଓଜନ ହ୍ରାସ କରିବାକୁ ଚାହୁଁଛନ୍ତି କି ? ଡିନରରେ ଖାଆନ୍ତୁ ଏହି ସ୍ୱାଦିଷ୍ଟ ଜିନିଷ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସଂସଦର ସ୍ୱତନ୍ତ୍ର ଅଧିବେଶନରେ ଆଗତ ହେଲା ୩ଟି ଗୁରୁତ୍ୱପୂର୍ଣ୍ଣ ବିଲ୍
  • କଟକରୁ ନେଇ ପୁରୀରେ ଗଣଦୁଷ୍କର୍ମ
  • ଆଜିଠୁ ଘରକୁ ଘର ବୁଲି ଜନଗଣନା କରିବେ ଅଧିକାରୀ
  • ଆଜିଠାରୁ ସଂସଦର ୩ ଦିନିଆ ସ୍ବତନ୍ତ୍ର ଅଧିଵେଶନ
  • ଆଜି ମୁମ୍ବାଇ-ପଞ୍ଜାବ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.