Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରୋଲରରେ ଚାପିହୋଇ ତିନି ଶ୍ରମିକଙ୍କ ମୃତ୍ୟୁ ଘଟଣା, ୪ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
March 25, 2025
in ଓଡିଶା
0
ରୋଲରରେ ଚାପିହୋଇ ତିନି ଶ୍ରମିକଙ୍କ ମୃତ୍ୟୁ ଘଟଣା, ୪ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
0
SHARES
56
VIEWS
FacebookTwitter

କାମାକ୍ଷାନଗର ରେକୁଳାରେ ସଡ଼କ ଦୁର୍ଘଟଣାରେ ତିନି ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ୪ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସେହିପରି କାମାକ୍ଷାନଗର ବିଧାୟକ, ଉପଜିଲ୍ଲାପାଳ ଘଟଣାସ୍ଥଳରେ ପହଞ୍ଚି ମୃତକଙ୍କୁ ୩୦ହଜାର ଟଙ୍କା ଲେଖାଏଁ ପ୍ରଦାନ କରିଥିଲେ ।  ପୂର୍ତ୍ତ ବିଭାଗରେ କାର୍ଯ୍ୟରତ ଥିବା କ୍ଷୀରୋଦ ସାହୁଙ୍କ ପରିବାର ଜଣଙ୍କୁ ଚାକିରି ଦେବାକୁ ପ୍ରତିଶୃତି ଦେଇଛନ୍ତି ।  କ୍ଷତିପୂରଣ ମିଳିବା ପରେ ରାସ୍ତାରୋକ ହଟିଛି ।

ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ କାମାକ୍ଷାନଗର – ଢେଙ୍କାନାଳ ପୂର୍ତ୍ତ ବିଭାଗ ରାସ୍ତାର ରେକୁଳା ସତସଙ୍ଗ କେନ୍ଦ୍ର ସାମ୍ନାରେ ରାସ୍ତାରେ ପିଚୁକାମ କରାଯାଉଥିଲା  । ଏହି ସମୟରେ ତିନି ଜଣ ଶ୍ରମିକଙ୍କୁ ଧକ୍କା ଦେଇଥିଲା ଡମ୍ପର । ଫଳରେ ଶ୍ରମିକମାନେ ଡମ୍ଫର ସହ ଧକ୍କା ହୋଇ ନିକଟରେ ଥିବା ରୋଲର ମେସିନ ଓ ଏକ ବିଦ୍ୟୁତ ଖୁଣ୍ଟ ମଝିରେ ଚାପି ହୋଇଯାଇଥିଲେ ।  ଅଗ୍ନିଶମ ବାହିନୀ ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ ।   ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ଏହାପରେ ଉତ୍ୟକ୍ତ ଲୋକ କ୍ଷତିପୂରଣ ଦାବିରେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ । ଖବର ପାଇ ପୋଲିସ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରି କ୍ଷତିପୂରଣ ଦେବା ପରେ ରାସ୍ତାରୋକ ହଟିଥିଲା । ୫ ଘଣ୍ଟା ପରେ ସ୍ବାଭାବିକ ହୋଇଥିଲା ଯାତାୟାତ ।

Tags: accidentcmo odishakamakhyanagarodisha
ShareTweetShareSend
Sanchar Live

Sanchar Live

Next Post
ଲାଞ୍ଚ ନେବା ଅଭିଯୋଗରେ  ପିଇଓ ଓ ତାଙ୍କ ସ୍ୱାମୀଙ୍କୁ ଧରିଲା ଭିଜିଲାନ୍ସ

ଲାଞ୍ଚ ନେବା ଅଭିଯୋଗରେ  ପିଇଓ ଓ ତାଙ୍କ ସ୍ୱାମୀଙ୍କୁ ଧରିଲା ଭିଜିଲାନ୍ସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.