Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଶିକାରୀ ଗୁଳିରେ ଛେଳି ଚରାଳୀ ଗୁରୁତର

Sanchar Live by Sanchar Live
March 27, 2025
in ଅପରାଧ
0
ଶିକାରୀ ଗୁଳିରେ ଛେଳି ଚରାଳୀ ଗୁରୁତର
0
SHARES
5
VIEWS
FacebookTwitter

ଶିକାରୀ ଗୁଳିରେ ଛେଳି ଚରାଳୀ ଗୁରୁତର । ଗଜପତି ଜିଲ୍ଲା ରାୟଗଡ଼ ଥାନା ଅନ୍ତର୍ଗତ ମଣ୍ଡଳ ସାହି ନିକଟ କରଞ୍ଜିଆ ଗାଁରେ ଘଟିଛି ଅଭାବନୀୟ ଘଟଣା। ଆହତ ବ୍ୟକ୍ତି ଜଣକ ହେଉଛନ୍ତି କରଞ୍ଜିଆ ଗାଁର ଦିବାକର ଭୁୟାଁ । ସନ୍ଧ୍ୟା ସମୟରେ ଛେଳି ଚରାଇ ଘରକୁ ଫେରୁଥିବା ବେଳେ ହଠାତ୍ ପିଠିରେ ବାଜିଥିଲା ଗୁଳି । ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା । ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ତୁରନ୍ତ ତାଙ୍କୁ ବ୍ରହ୍ମପୁର ବଡ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଗୁଳି କରିଥିବା ବ୍ୟକ୍ତି ସେଠାରୁ ଫେରାର ହୋଇ ଯାଇଥିବା ଜଣା ପଡିଛି । ଜିରାଙ୍ଗ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ଅନୁସନ୍ଧାନ ଆରମ୍ଭ କରିଛି।

Tags: crimefiringgajapatiodisha
ShareTweetShareSend
Sanchar Live

Sanchar Live

Next Post
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗୁଜରାଟ ଖଣିଜ ବିକାଶ ନିଗମ ଲିମିଟେଡ଼ର ପରିଚାଳନା ନିର୍ଦ୍ଦେଶକ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗୁଜରାଟ ଖଣିଜ ବିକାଶ ନିଗମ ଲିମିଟେଡ଼ର ପରିଚାଳନା ନିର୍ଦ୍ଦେଶକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.